ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅସହ୍ୟ ତାତି।ଅସହ୍ୟ ଗରମ ଏବଂ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ । ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ୍ ସ୍ଥିତି ରହିବ । ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମେ ୯ ତାରିଖ ପର୍ଯ୍ୟନ୍ତ ଏପରି ତାତିର ପ୍ରଭାବ ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ପଶ୍ଚିମ ଓଡ଼ିଶାର କିଛି କିଛି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଟପିବାର ଆଶଙ୍କାର ରହିଛି ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...