Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ରାଜ୍ୟରେ ଖୋଲିବ ୫୦ ନୂଆ କୋର୍ଟ

ଭୁବନେଶ୍ୱର: ରାଜ୍ୟରେ ଅଧିକ ୫୦ଟି କୋର୍ଟ ଖୋଲିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।
ଭୁବନେଶ୍ୱରରେ ଜୁଡିସିଆଲ କୋର୍ଟ କମ୍ପେ୍ଲକ୍ସର ଭୂମିପୂଜା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ରାଜ୍ୟ ସରକାର କେବଳ ନ୍ୟାୟ ପ୍ରଦାନ ନୁହେଁ ବରଂ ରାଜ୍ୟବାସୀଙ୍କୁ ଦ୍ୱାରଦେଶରେ ନ୍ୟାୟ ଯୋଗାଇ ଦେବାକୁ ପ୍ରତିଶ୍ରୁତିବଦ୍ଧ । ଏହି ପ୍ରକ୍ରିୟାରେ ପ୍ରତିବର୍ଷ ନୂଆ କୋର୍ଟ ସ୍ଥାପନ କରାଯାଉଛି । ଗତ ୪ବର୍ଷ ମଧ୍ୟରେ ରାଜ୍ୟ ସରକାର ୧୭୦ଟି ନୂଆ କୋର୍ଟ ସ୍ଥାପନ କରିଛନ୍ତି । ଚଳିତବର୍ଷ ରାଜ୍ୟ ସରକାର ଫ୍ୟାମିଲି କୋର୍ଟ ଓ ଅତିରିକ୍ତ ଜିଲ୍ଲା ଜଜ୍ କୋର୍ଟ ସମେତ ମୋଟ ୫୦ଟି ନୂଆ କୋର୍ଟ ସ୍ଥାପନ ପାଇଁ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ସରକାର ନିଜଟରେ ୩ଟି ବ୍ୟବସାୟିକ କୋର୍ଟ ସ୍ଥାପନ କରିଛନ୍ତି, ଯାହାକି ରାଜ୍ୟରେ ନିବେଶ-ଅନୁକୂଳ ପରିବେଶ ସୃଷ୍ଟି କରିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top