Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ହୋଇପାରେ ଛାତ୍ର ସଂସଦ ନିର୍ବାଚନ

ଚଳିତ ବର୍ଷ ରାଜ୍ୟରେ ହୋଇପାରେ ଛାତ୍ର ସଂସଦ ନିର୍ବାଚନ । ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ କହିଛନ୍ତି ଛାତ୍ର ସଙ୍ଗଠନର ଦାବି ମହତ୍ତ୍ଵପୂର୍ଣ୍ଣ । ଏନେଇ ବିଚାର ବିମର୍ଶ ଚାଲିଛି। ଛାତ୍ରଛାତ୍ରୀଙ୍କ ହିତ୍ ଉଦ୍ଦେଶ୍ୟରେ ସରକାର ନିଷ୍ପତ୍ତି ନେବେ ।ପୂର୍ବରୁ ମୂଖ୍ୟମନ୍ତ୍ରୀ ମୋହନ୍ ମାଝୀଙ୍କ ୧୫ ଦିନର ରିପୋର୍ଟ କାର୍ଡରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଚାର ବିମର୍ଶ ହୋଇଥିବା ନେଇ ଚର୍ଚ୍ଚା ହୋଇଥିଲା ।

ଚଳିତ ବର୍ଷ ଛାତ୍ରଛାତ୍ରୀଙ୍କ ନେତୃତ୍ୱ ବିକାଶ ପାଇଁ ଛାତ୍ର ସଂସଦ ନିର୍ବାଚନ ଦିଗରେ ଉଚ୍ଚଶିକ୍ଷା ବିଭାଗ ବଡ ନିଷ୍ପତ୍ତି ନେଇପାରେ ବୋଲି କଳ୍ପନାଜଳ୍ପନା ଆରମ୍ଭ ହୋଇଛି।ସୂଚନା ମୁତାବକ, ୨୦୧୭ ମସିହାରୁ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। କେତେବେଳେ କରୋନା ତ ପୁଣି ଆଉ କ କେତେବେଳେ ହିଂସା ଭଳି ବିଭିନ୍ନ ବାହାନା ଦେଖାଇ ନବୀନ ସରକାରରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ଥିଲା। ଛାତ୍ର ସଂସଦ ନିର୍ବାଚନ ନେଇ ବିଭିନ୍ନ ଛାତ୍ର ସଂଗଠନ ବିଭିନ୍ନ ସମୟରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଓ ଏଥିସହ ସରକାର ନିକଟରେ ଦାବି କରିଛନ୍ତି। ହେଲେ କିଛି ସୁଫଳ ମିଳିନଥିଲା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top