Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ୬ ମାସ ମଧ୍ୟରେ ଲୋକଙ୍କୁ ୩୬ କୋଟି ଟଙ୍କାର ଚୂନ ଲଗାଇଛନ୍ତି ସାଇବର ଠକ

ବର୍ତ୍ତମାନର ଯୁଗ ହେଉଛି ଇଣ୍ଟରନେଟ୍‌‌ର ଯୁଗ। ଇଣ୍ଟରନେଟ୍‌‌ ବିନା ଜୀବନଯାତ୍ରା ସତେଯେପରି ଅସମ୍ପୂର୍ଣ୍ଣ ହୋଇଯାଇଛି। କିନ୍ତୁ ବିଡ଼ମ୍ବନା ହେଉଛି, ଦିନକୁ ଦିନ ଇଣ୍ଟରନେଟ୍‌‌ ଓ ମୋବାଇଲ୍‌‌ ଫୋନ୍‌‌ ଉପରେ ଲୋକଙ୍କ ନିର୍ଭରଶୀଳତା ଯେତିକି ବଢ଼଼ି ଚାଲିଛି, ତା’ ସହିତ ତାଳ ଦେଇ ସାଇବର ଅପରାଧ ଓ ଅପରାଧୀଙ୍କ ସଂଖ୍ୟା ମଧ୍ୟ ବଢ଼଼ିବାରେ ଲାଗିଛି । ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ସାଇବର ଅପରାଧ।

୨୦୨୪ ଜାନୁଆରୀ ୧ ରୁ ଜୁନ ୩୦ ମଧ୍ୟରେ ଅର୍ଥାତ୍ ୬ମାସ ମଧ୍ୟରେ ଭୁବନେଶ୍ଵରରେ ସାଇବର ଅପରାଧ ଜନିତ ୨୩୯୪ଟି ରିପୋର୍ଟ ଥାନାକୁ ଆସିଛି। ସାଇବର ଠକେଇ ମାମଲା ମଧ୍ୟରୁ ଅଧିକାଂଶ ୟୁପିଆଇ ଠକେଇ, ସୋସିଆଲ ମିଡିଆ ଠକେଇ, ପାର୍ସଲ ଜନିତ ଠକେଇ ଏବଂ ସିମ୍ କେଓ୍ବାଇସି ନେଇ ମେସେଜ୍ ଦେବା ସମ୍ପର୍କିତ ଠକେଇ ରହିଛି।ଥାନାରେ ହୋଇଥିବା ୨୩୯୪ଟି ରିପୋର୍ଟ ମଧ୍ୟରୁ ୧୧୦ଟି ମାମଲା ପଞ୍ଜୀକୃତ ହୋଇଛି। ଏସବୁ ମାମଲାରେ ମୋଟ୍ ୩୬କୋଟି ଟଙ୍କା ଠକି ନେଇଛନ୍ତି ସାଇବର ଅପରାଧୀ। ଘଟଣାର ତଦନ୍ତ ବେଳେ ବିଭିନ୍ନ ଆକାଉଣ୍ଟରେ ୯କୋଟି ୫୦ ଲକ୍ଷ ଟଙ୍କାର ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ ହୋଇଛି। ଠକେଇର ଶିକାର ହୋଇଥିବା ଲୋକମାନେ ମୋଟ୍ ୪୬ ଲକ୍ଷ ଟଙ୍କା ଫେରସ୍ତ ପାଇଲେଣି।ସାଇବର ଅପରାଧର ତଦନ୍ତ କରି କମିଶନରେଟ୍ ପୁଲିସ୍ ଏପର୍ଯ୍ୟନ୍ତ ୨୧ଜଣ ସାଇବର ଅପରାଧୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରି ସାରିଛି।

ତେବେ ସାଇବର ପୋଲିସ ପାଇଁ ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି କୋରିଅର ଫ୍ରଡ଼ । ପାର୍ଶଲ ରେ ନିଶା କାରବାର ହେଉଥିବା ନେଇ ବଡ଼ବଡ଼ିଆଙ୍କୁ ମୁମ୍ବାଇ ପୋଲିସ, କ୍ରାଇମବ୍ରାଞ୍ଚ, ନାର୍କୋଟିକ୍ସ ବ୍ୟୁରୋ ନାଁ ରେ ଅନେକ ଫୋନ ଆସୁଛି । ଡିଜିଟାଲ ଆରେଷ୍ଟ କରାଯାଇ କୋଟି କୋଟି ଲୁଟ ହେଉଛି । ୬ ମାସ ମଧ୍ୟରେ ୨୧ ଜଣ ଲୁଟେରାଙ୍କୁ ଗିରଫ କରିଥିବା କହିଛନ୍ତି ପୋଲିସ କମିଶନର। ୨୧ ଜଣଙ୍କ ମଧ୍ୟରୁ

Click to comment

Leave a Reply

Your email address will not be published. Required fields are marked *

Most Popular

To Top