Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରୌପ୍ୟ ଜିତିବା ପରେ ନୀରଜ ଚୋପ୍ରାଙ୍କୁ ଶୁଭେଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ୟାରିସ ଅଲିମ୍ପିକ୍ସର ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ଭାରତକୁ ମିଳିଛି ପ୍ରଥମ ରୌପ୍ୟ ପଦକ। ରୌପ୍ୟ ପଦକ ଜିତି ଦେଶ ପାଇଁ ଗର୍ବ ଓ ଗୌରବ ଆଣିଥିବା ନୀରଜ ଚୋପ୍ରାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଂ । ଫୋନ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନୀରଜ ଚୋପ୍ରାଙ୍କ ସହ କଥା ହୋଇ ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ସେ କହିଛନ୍ତି ଆପଣ ପୁଣି ଥରେ ଦେଶର ନାମ ଉଜ୍ଜ୍ବଳ କରିଛନ୍ତି । ଦେଶବାସୀ ଆପଣଙ୍କ ଖେଳ ଦେଖୁଥିଲେ। ଆପଣଙ୍କ ସିଲଭର୍‌, ଆମ ପାଇଁ ଗୋଲ୍‌ଡ ।

ଦେଶବାସୀଙ୍କ ଆଶା ଥିଲା ଆପଣ ନିଶ୍ଚୟ ସ୍ବର୍ଣ୍ଣ ପଦକ ଜିତିବେ। କିନ୍ତୁ ଖେଳ ସମୟରେ ଆପଣ ଆହତ ହୋଇଥିଲେ ତଥାପି ନିଜର ଚେଷ୍ଟା ଓ ନିଷ୍ଠାପର ପାଇଁ ଆପଣ ପଦକ ଜିତି ଦେଶ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି । ନୀରଜ ନିଜ ପ୍ରତିକ୍ରିୟାରେ ମୋଦୀଙ୍କୁ କହିଥିଲେ, ‘ମୁଁ ଯେମିତି ଚାହିଁଥିଲି ସେମିତି ଖେଳି ପାରିଲି ନାହିଁ। କାରଣ ପ୍ରତିଯୋଗିତା ବହୁତ ଟପ ଥିଲା। ତଥାପି ମୁଁ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିବା ପାଇଁ ବହୁତ୍ ଚେଷ୍ଟା କରିଥିଲି କିନ୍ତୁ ପରିଲିନାହି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top