Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଲେଡିଜ୍‌ ହଷ୍ଟେଲ ବାଥ୍‌ରୁମ୍‌ରେ ମିଳିଲା ସିକ୍ରେଟ୍ କ୍ୟାମେରା

ଆନ୍ଧ୍ର ପ୍ରଦେଶ କ୍ରିଷ୍ଣା ଜିଲ୍ଲାରେ ଥିବା ଏସଆର ଗୁଡଲାଭଲ୍ଲେରୁ ଇଂଜିନିୟରିଂ କଲେଜର ଲେଡିଜ୍‌ ହଷ୍ଟେଲ ବାଥ୍‌ରୁମ୍‌ରେ ମିଳିଲା ସିକ୍ରେଟ୍ କ୍ୟାମେରା । ବାଥ୍‌ରୁମ୍‌ରୁ ମିଳିଥିବା ଗୁପ୍ତ କ୍ୟାମେରା ଲଗାଇ ଆପତ୍ତିଜନକ ଫଟୋ ଓ ଭିଡିଓ ସଂଗ୍ରହ କରାଯାଉଥିଲା। ପ୍ରାୟ ୩ଶହରୁ ଅଧିକ ଆପତ୍ତିଜନକ ଫଟୋ ଓ ଭିଡିଓ ସଂଗ୍ରହ କରି ବିକ୍ରି କରାଯାଉଥିବା ସୂଚନା । ଏହି ଅଭିଯୋଗ ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ପରେ ଅଭିଯୁକ୍ତ ଜଣକ ଉକ୍ତ କଲେଜର ଜଣେ ବି.ଟେକ୍‌ ଛାତ୍ର ବୋଲି ଜଣାପଡିଥିଲା । ଉକ୍ତ ଛାତ୍ର ଜଣକ ଲେଡିସ୍ ହଷ୍ଟେଲରେ ଗୁପ୍ତ କ୍ୟାମେରା ଖଂଜି ଯୁବତୀଙ୍କ ଆପତ୍ତି ଜନକ ଫଟୋ ଓ ଭିଡିଓ ସଂଗ୍ରହ କରି ବିକ୍ରି କରିଥିବା ଜାଣିବା ପରେ ସଂପୃକ୍ତ ଛାତ୍ରକୁ ଗିରଫ ସହ ତଦନ୍ତ ଜାରି ରଖିଛି ଆନ୍ଧ୍ର ପୋଲିସ । ଏହାପରେ ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।

ସୂଚନା ମୁତାବକ: କ୍ରିଷ୍ଣା ଜିଲ୍ଲାର ଏକ ଇଂଜିନିୟରିଂ କଲେଜ ହଷ୍ଟେଲର ବାଥ୍‌ରୁମ୍‌ରେ ଉକ୍ତ କଲେଜର ଜଣେ ବି.ଟେକ୍‌ ଛାତ୍ର ଏହି ଗୁପ୍ତ କ୍ୟାମେରା ଖଂଜିଥିଲେ । ଗୁପ୍ତ କ୍ୟାମେରା ଲଗାଇ ଫଟୋ, ଭିଡିଓ ସଂଗ୍ରହ କରୁଥିଲେ । ତାପରେ ସେ ଏହାକୁ ବିକ୍ରି କରୁଥିଲେ । ଉକ୍ତ ଛାତ୍ର ଜଣକ କଲେଜ ଏବଂ କଲେଜ ବାହାରର କିଛି ଛାତ୍ରଙ୍କୁ ଫଟୋ, ଭିଡିଓ ବିକ୍ରି କରି ବେଶ ରୋଜଗାର କରିଥିବା ମଧ୍ୟ ପୋଲିସ ଜାଣିବାପରେ ଛାତ୍ରକୁ ଗିରଫ କରାଯାଇଛି ।ଅନ୍ୟପଟେ ଘଟଣା ସଂପର୍କରେ ଜଣାପଡ଼ିବା ପରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରୀ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top