Latest

ଲୋକସଭା ଭବନରେ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ

Posted on

ଲୋକସେବା ଭବନରେ ବିଧିବଦ୍ଧ କାର୍ଯ୍ୟ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାର ଗଠନର ୩ ସପ୍ତାହ ପରେ ଆଜିଠାରୁ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମନ୍ତ୍ରିିମଣ୍ଡଳ ଶପଥ ନେବା ପରଠାରୁ ରାଜ୍ୟ ଅତିଥି ଭବନରୁ କାର୍ଯ୍ୟ କରୁଥିଲେ ମୁଖ୍ୟମନ୍ତ୍ରୀ।

Leave a Reply

Your email address will not be published. Required fields are marked *

Most Popular

Exit mobile version