Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ଟି ଜିଲ୍ଲା ପାଇଁ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଅତି ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶାକୁ ହିଟ୍‌ କରିବ ସମ୍ଭାବ୍ୟ ବାତ୍ୟା ‘ଦାନା’। ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍‌ କରିପାରେ ବା ସ୍ଥଳଭାଗ ଛୁଇଁପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଲ୍ୟାଣ୍ଡଫଲ୍‌ କରିବ । ଏହି ସମ୍ଭାବ୍ୟ ବାତ୍ୟାକୁ ନେଇ ୧୪ଟି ଜିଲ୍ଲା ପାଇଁ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର । ଆସନ୍ତା ୨୩ରୁ ୨୫ ତାରିଖ ଯାଏଁ ବନ୍ଦ ରହିବ ସ୍କୁଲ । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ ସିଂ ସ୍କୁଲ ଓ ଗଣଶିକ୍ଷା କମିଶନରଙ୍କୁ ଚିଠି ଲେଖିଛନ୍ତି ।

ଏହି ୧୪ଟି ଜିଲ୍ଲା ଗୁଡ଼ିକୁ ହେଲା- ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ । ଏହି ସବୁ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବାନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।ସେପଟେ ବାତ୍ୟା ମୁକାବିଲା ପାଇଁ ରାଜ୍ୟରୁ ଜିଲ୍ଲା ସ୍ତର ଯାଏ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପ୍ରସ୍ତୁତି

Click to comment

Leave a Reply

Your email address will not be published. Required fields are marked *

Most Popular

To Top