Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର

ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫଳରେ ସେମାନଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୨୦୨୪ରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

ଏହା ସହିତ ପେନ୍‌ସନଭୋଗୀ ମାନଙ୍କ ଟିଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୭ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top