Latest

ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ

Posted on

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସିଏଚଏସଇ ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରର କେଉପଡ଼ାସ୍ଥିତ ପୈତୃକ ଘରେ ଏକକାଳୀନ ଚଢଉ କରାଯାଇଛି।

Leave a Reply

Your email address will not be published. Required fields are marked *

Most Popular

Exit mobile version