Latest
ସୁଭଦ୍ରାର ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ଵର ଗାଡ଼କଣରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇ। ଆବାସ ହିତାଧିକାରୀଙ୍କ ସହ ଆଲୋଚନା କରି ସେଠାରୁ ବାହାରି ଜନତା ମଇଦାନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେଠାରେ ଆଜି ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ । ମହିଳାଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି ସୁଭଦ୍ରା ଟଙ୍କା ।