Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହାତ ଖର୍ଚ୍ଚ ପାଇଁ ଛାତ୍ରଛାତ୍ରୀଙ୍କୁ ମିଳିବ ୫ ହଜାର ଟଙ୍କା

ଅନୁସୂଚିତ ଜାତି ଜନ ଜାତି ଓ ଅଛୁଆଁ ବର୍ଗର ଛାତ୍ରଛାତ୍ରୀଙ୍କ ଶିକ୍ଷାର ବିକାଶ ଓ ଡ୍ରପ ଆଉଟ ରୋକିବା ପାଇଁ ଚଳିତ ବର୍ଷରୁ ଲାଗୁ ହେବ ସହିଦ ମାଧୋ ସିଂ ହାତ ଖର୍ଚ୍ଚ । ଏହା ଦ୍ବାରା ହତାଖର୍ଚ୍ଚ ପାଇଁ ଏସ୍‌ସି/ଏସ୍‌ଟି ଛାତ୍ରଛାତ୍ରୀଙ୍କୁ ମିଳିବ ବାର୍ଷିକ ୫ ହଜାର ଟଙ୍କା। ଏହି ସଂପର୍କରେ କ୍ୟାବିନେଟ୍ ନିଷ୍ପତ୍ତି ନେବା ପରେ ଗୃହରେ ସୂଚନା ଦେଇଛନ୍ତି ମନ୍ତ୍ରୀ ମୁକେଶ ମହାଲିଙ୍ଗ ।ଗୃହରେ ମନ୍ତ୍ରୀ କହିଛନ୍ତି ଚଳିତ ବର୍ଷରୁ ଲାଗୁ ହେବାକୁ ଯାଉଛି ଏସ୍‌ସି/ଏସ୍‌ଟି ଛାତ୍ର ଛାତ୍ରୀଙ୍କ ପାଇଁ ସହିଦ ମାଧୋ ସିଂ ହାତ ଖର୍ଚ୍ଚ । ଲାଗୁ ହେବାକୁ ଥିବା ସହିଦ ମାଧୋ ସିଂ ହାତ ଖର୍ଚ୍ଚରେ ଅଷ୍ଟମରୁ ଉତ୍ତୀର୍ଣ୍ଣ ହୋଇ ନବମ ଯାଇଥିବା ଏବଂ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶକୁ ଯାଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହନ ରାଶି ଭାବେ ବାର୍ଷିକ ୫ ହଜାର ଟଙ୍କା ଯୋଗାଇ ଦେବେ ରାଜ୍ୟ ସରକାର । ଏହି ଯୋଜନା ଦ୍ୱାରା ରାଜ୍ୟରେ ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏବଂ ଏଥିପାଇଁ ଚଳିତ ବର୍ଷ ଖର୍ଚ୍ଚ ହେବ ୧୫୬ କୋଟି ଟଙ୍କା ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top