Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ହାପି ବର୍ଥଡେ କୋହଲି; ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି

ହାପି ବର୍ଥଡେ କିଙ୍ଗ୍ କୋହଲି । ୩୬ ବର୍ଷରେ ପାଦ ଦେଲେ ବିରାଟ କୋହଲି । କ୍ରିକେଟ ଜଗତର ସେ କିଙ୍ଗ । ୧୯୮୮ ନଭେମ୍ୱର ୮ରେ ଦିଲ୍ଲୀରେ ଜନ୍ମ । ମାତ୍ର ୯ ବର୍ଷ ବୟସରେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ ବିରାଟ । ମଧ୍ୟବିତ୍ତ ପରିବାରରୁ ଆସି ପୂରା ବିଶ୍ୱରେ ନାଁ କମାଇ ପାରିଥିବା ନାଁ ହେଉଛି ବିରାଟ । ଦିନିକିଆରେ ସର୍ବାଧିକ ରନ୍, ସର୍ବାଧିକ ପ୍ଲେୟର ଅଫ୍ ଦ ସିରିଜ ଆୱାର୍ଡ, ଦିନିକିଆରେ ସର୍ବାଧିକ ଶତକ, ସମସ୍ତ ଫର୍ମାଟ୍ ରେ ICC କ୍ରିକେଟର ଅଫ୍ ଦ ଇୟର୍, ଆଦି କେତେ ଆୱାର୍ଡ ବିରାଟ ନିଜ ନାଁରେ କରିସାରିଛନ୍ତି ।

ଆଜି ତାଙ୍କ ଜନ୍ମଦିନ ଅବସରରେ ଫ୍ୟାନ ମାନଙ୍କ ଶୁଭେଛାର ସୁଅ ଛୁଟୁଛି । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ତାଙ୍କୁ ଶୁଭେଛା ଜଣାଇଛନ୍ତି । ପୁରୀ ସମୁଦ୍ର କୂଳରେ ବିରାଟଙ୍କ ପ୍ରତ୍ତିମୂର୍ତ୍ତି ଓ ଏକ ବ୍ୟାଟ କରି ହାପି ବାର୍ଥଡେ ବିରାଟ ଲେଖିଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top