Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୧୧୨୫ ପଂଚାୟତ ମରୁଡ଼ି ପ୍ରଭାବିତ

ଭୁବନେଶ୍ୱର : ରାଜ୍ୟର ୧୫ଟି ଜିଲ୍ଲାର ୭୦ଟି ବ୍ଲକ୍ ଅନ୍ତର୍ଗତ ୧୧୨୫ଟି ପଂଚାୟତ ମରୁଡ଼ି ପ୍ରଭାବିତ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ମନ୍ତ୍ରୀ ମହେଶ୍ୱର ମହାନ୍ତି କହିଛନ୍ତି । ଜିଲ୍ଲାପାଳମାନେ ଦେଇଥିବା ମରୁଡ଼ିଜନିତ କ୍ଷୟକ୍ଷତି ରିପୋର୍ଟ ଆଧାରରେ ମନ୍ତ୍ରୀ ଶ୍ରୀ ମହାନ୍ତି କହିଛନ୍ତି ଯେ ୭୦ ବ୍ଲକ୍ରେ ପ୍ରାୟ ୩ଲକ୍ଷ ୧୫ହଜାର ହେକ୍ଟର ଜମି ମରୁଡ଼ି ଯୋଗୁ ପ୍ରଭାବିତ ହୋଇଛି । ଆସନ୍ତା ୨୭ତାରିଖରେ ବିଭିନ୍ନ ବିଭାଗ ସହ ମରୁଡ଼ି ସଂକ୍ରାନ୍ତରେ ଆଲୋଚନା ହେବ ଓ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରାଯିବ । ଅନ୍ୟପକ୍ଷରେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ବିଷ୍ଣୁପଦ ସେଠୀ କହିଛନ୍ତି ଯେ, ଜିଲ୍ଲାପାଳମାନେ ଦେଇଥିବା ମରୁଡ଼ି ରିପୋର୍ଟକୁ ଏବେ ତର୍ଜମା କରାଯାଉଛି । କେଉଁଠି କ’ଣ ତ୍ରୁଟିବିଚ୍ୟୁତି ରହିଛି ତାକୁ ଅନୁଧ୍ୟାନ କରାଯାଉଛି । ୩୦ ତାରିଖ ସୁଦ୍ଧା ଚୂଡ଼ାନ୍ତ ରିପୋର୍ଟ ପ୍ରସ୍ତୁତ କରାଯିବ ଓ ସରକାର ଏହି ଅବଧି ମଧ୍ୟରେ ରାଜ୍ୟରେ ବିଧିବଦ୍ଧ ମରୁଡ଼ି ଘୋଷଣା କରିବେ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top