Latest

୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି

Posted on

ଜବାହରଲାଲ ନେହରୁଙ୍କ ପରେ ପ୍ରଥମଥର ପାଇଁ କ୍ରମାଗତ ଭାବେ ତୃତୀୟ ଥର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦୀ । ଦୁଇପାଳିରେ ବିଜେପି ଏକକ ବହୁମତ ହାସଲ କରିଥିଲେ ବି ଏଥର ଏନଡିଏ ମେଣ୍ଟ ସହଯୋଗୀଙ୍କ ଭରସାରେ ସରକାର ଗଠନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜି ତୃତୀୟ ଥର ପାଇଁ ତାଙ୍କ ଶପଥଗ୍ରହଣ ସମାରୋହ ବେଶ ଜାକ ଜମକରେ ହୋଇଛି । କେବଳ ପାକିସ୍ତାନ ଓ ଚୀନକୁ ଛାଡି ଅନ୍ୟ ସମସ୍ତ ପଡୋଶୀ ଦେଶର ମାନ୍ୟଗଣ୍ୟ ବ୍ୟକ୍ତିମାନେ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *

Most Popular

Exit mobile version