Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୭ ମାସ ସମୁଦ୍ରକୁ ଯିବାକୁ ମନା, କଟକଣା ଲଗେଇଲେ ରାଜ୍ୟ ସରକାର

ସମୁଦ୍ର ଭିତରେ ମାଛ ଧରା ଉପରେ କଟକଣା । ନଭେମ୍ବର ୧ରୁ ମେ’ ୩୧ ଯାଏଁ ଉପକୂଳରୁ ସମୁଦ୍ର ଭିତରକୁ ମାଛ ଧରିବାରେ କଟକଣା ଜାରି କଲେ ସରକାର । ସମୁଦ୍ର କୂଳରୁ ୨୦ ମାଇଲ ପର୍ଯ୍ୟନ୍ତ କୌଣସି ଯନ୍ତ୍ର ଚାଳିତ ଡଙ୍ଗା କି ଟ୍ରଲର ଧରି ପାରିବେନି ମାଛ । କାରଣ ଏହି ସମୟରେ ଦୂର ସମୁଦ୍ରରୁ କୂଳକୁ ଆସୁଛନ୍ତି ଅଣ୍ଡା ଦାନ କରିବାକୁ ଲକ୍ଷ୍ୟ ଲକ୍ଷ୍ୟ ଅଲିଭ ରିଡଲେ କଇଁଛ । ସେମାନଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦେଉଛନ୍ତି ସରକାର । ଓଡିଶାର ଦେବୀ, ଋଷିକୁଲ୍ୟା ଓ ବରୁଣେଇ ମୁହାଣ ମୁହଁରେ ଏଭଳି ସରକାରଙ୍କ ପକ୍ଷରୁ ପ୍ରତିବନ୍ଧକ ଲଗାଯାଇଛି ।

ସେହିପରି ପ୍ରତିବର୍ଷ ବାରମ୍ବାର ବାତ୍ୟା, ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହିବା କାରଣରୁ ଅନେକ ଦିନ ମାଛ ଧରିବାରେ ମଧ୍ଯ ସମସ୍ୟା ଭୋଗ କରୁଛନ୍ତି ମତ୍ସ୍ୟଜୀବୀ ସେପଟେ ଗହୀର ମଥା ସାମୁଦ୍ରିକ ଅଭୟାରଣ୍ୟରେ ମାଛ ଧରା ଉପରେ ନିୟମକୁ କଟକଣା କଡାକଡି କରାଯାଇଛି l ଧାମରା ଠାରୁ ଦେବୀ ମୁହାଣ ଯାଏ, ସମୁଦ୍ର କୂଳରୁ ୨୦ ନଟିକଲ୍ ପର୍ଯ୍ୟନ୍ତ ଟ୍ରଲର ମାଛ ମାରିବାକୁ ବାରଣ କରିଛି ରାଜନଗର ବନ ବିଭାଗ l ନଭେମ୍ବର ୧ ତାରିଖ ଠାରୁ ମେ’ ୩୧ ତାରିଖ ଯାଏଁ ଗହୀରମଥାକୁ ଶହ ଶହ ନଟିକାଲ ମାଇଲ ଅତିକ୍ରମ କରି ଦେଶ ବିଦେଶରୁ ଅଲିଭ ରିଡଲେ କଇଁଛ ବଂଶ ବିସ୍ତାର ପାଇଁ ଆସିଥlନ୍ତି l କଇଁଛ ମାନେ ପ୍ରଜନନ କରିବା ପରେ ଅଣ୍ଡା ଦେଇ ଛୁଆ ହେବା ପରେ ପୁଣି ନିଜ ନିଜ ଅଞ୍ଚଚଳକୁ ଫେରିଯାଆନ୍ତି l ଟ୍ରଲର ଚଳାଚଳ ଯୋଗୁ କଇଁଛ ମରୁଥିବାରୁ ବନ ବିଭାଗ ଏହି ଅଞ୍ଚଳରେ ତୀକ୍ଷ୍ଣ ନଜର ରଖିବା ସହ ସମୁଦ୍ର ଭିତରେ ଥିବା ସୀମାକୁ ଟପି ନିଷିଦ୍ଧlଞ୍ଚଳ ନଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ବନ ବିଭାଗ ନିବେଦନ କରିଛି

Click to comment

Leave a Reply

Your email address will not be published. Required fields are marked *

Most Popular

To Top