Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଗତ ୨୪ ଘଣ୍ଟାରେ ୨୭୬ ପଜିଟିଭ ଚିହ୍ନଟ

ଭୁବନେଶ୍ବର,(ଓଡ଼ିଶା ୱେୟାର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୩୮ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୫୦ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୪୬ ପ୍ରତିଶତ । ୨୭୬ ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୫୫ଜଣ । ୨୪ ଘଣ୍ଟାରେ ୫୯ ହଜାର ୫୯ ହଜାର ୭୭୪ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ମୋଟ ଆକ୍ଟିଭ୍‌ କେସ୍‌ ରହିଛି ୩ ହଜାର ୧୩୪ ।

ସେହିପରି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୩୬୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

କରୋନାରେ ପ୍ରାଣ ହରାଇଥିବା ଆଉ ୪ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଅନୁଗଳ ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧ ଜଣ ଓ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି। ଖୋର୍ଦ୍ଧା ଜିଲ୍ଲାର ଯେଉଁ ୨ ଜଣ ମୃତ୍ୟୁବରଣ କରିଛନ୍ତି, ସେମାନେ ହେଲେ ଭୁବନେଶ୍ବରର ଜଣେ ୮୪ ବର୍ଷିୟ ଓ ଆଉଜଣେ ୫୧ ବର୍ଷିୟ ପୁରୁଷ। ଅପରପକ୍ଷରେ ପୁରୀର ଜଣେ ୫୦ ବର୍ଷୀୟା ମହିଳା ଓ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟା ମହିଳା ଅଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top