Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଓଡ଼ିଶାର ୩ ପ୍ରାର୍ଥୀ ରାଜ୍ୟସଭାକୁ ନିଦ୍ୱନ୍ଦ୍ୱରେ ନିର୍ବାଚିତ

ଭୁବନେଶ୍ୱର(ଓଡ଼ିଶା ୱେୟାର): ଓଡ଼ିଶାର ୩ ପ୍ରାର୍ଥୀ ରାଜ୍ୟସଭାକୁ ନିଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏହି ୩ ପ୍ରାର୍ଥୀଙ୍କ ବିରୁଦ୍ଧରେ କେହି ପ୍ରତିଦ୍ୱନ୍ଦ୍ୱିତା କରୁନଥିବାରୁ ଆଜି ପ୍ରାର୍ଥୀପତ୍ର ଯାଞ୍ଚ ପରେ ରାଜ୍ୟସଭା ରିଟର୍ଣ୍ଣିଂ ଅଫିସର ସେମାନଙ୍କୁ ବିଜୟୀ ଘୋଷଣା କରିଛନ୍ତି। ରାଜ୍ୟସଭାକୁ ୩ ସଦସ୍ୟ ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ଏଥିରେ ବିଜେଡିର ୨ଜଣ ଓ ବିଜେପିର ଜଣେ ସଦସ୍ୟ ଅଛନ୍ତି। ବିଜେଡିରୁ ଅମର ପଟ୍ଟନାୟକ ୫ ବର୍ଷ ପାଇଁ ଓ ସସ୍ମିତ ପାତ୍ର ୩ ବର୍ଷ ପାଇଁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲା ବେଳେ ବିଜେପିର ଅଶ୍ୱିନୀ ବୈଷ୍ଣବ ୫ ବର୍ଷ ପାଇଁ ନିର୍ବାଚିତ ହୋଇଛନ୍ତି। ଏମାନଙ୍କ ବିରୋଧରେ ଆଉ କେହି ପ୍ରାର୍ଥୀ ନ ଥିବାରୁ ଆଜି ପ୍ରତ୍ୟାହାର ସମୟ ଯିବା ପରେ ସେମାନଙ୍କୁ ନିର୍ବାଚିତ ହେଲେ ବୋଲି ଘୋଷଣା କରାଯାଇଛି। କେହି ପ୍ରାର୍ଥୀ ନ ଥିବାରୁ ଜୁଲାଇ ୫ ତାରିଖରେ ଆଉ ନିର୍ବାଚନ ହେବାର ଆବଶ୍ୟକ ପଡ଼ିବ ନାହିଁ। ସବୁ ସମାଲୋଚନା ସତ୍ୱେ ବିଜେଡି ଓ ବିଜେପି ମିଳିତ ଭାବେ ଅଶ୍ୱିନୀଙ୍କୁ ପ୍ରାର୍ଥୀତ୍ୱକୁ ସମର୍ଥନ କରିଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top