Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ସମସ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର

ପୁରୀ(ଓଡ଼ିଶା ଓ୍ବେୟାର): ଦୀର୍ଘ ୪ ମାସର ପ୍ରତିକ୍ଷା ପରେ ରତ୍ନସିଂହାସନରେ ଶ୍ରୀଜିଉଙ୍କୁ ଦେଖିବାର ସୌଭାଗ୍ୟ ପାଇଛନ୍ତି ସର୍ବସାଧାରଣ । ସର୍ବସାଧାରଣଙ୍କ ଦର୍ଶନ ପାଇଁ ଖୋଲିଲା ଶ୍ରୀମନ୍ଦିର । କରୋନାର ଦ୍ୱିତୀୟ ଲହର କମିବା ପରେ ସେବାୟତ, ତାଙ୍କ ପରିବାର ଓ ପୁରୀବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୌଭାଗ୍ୟ ପାଇଥିଲେ। ତେବେ ଆଜିଠାରୁ ରାଜ୍ୟ ଓ ରାଜ୍ୟ ବାହାରର ସମସ୍ତ ଭକ୍ତ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିପାରିବେ।
ସରକାରୀ ଗାଇଡଲାଇନ୍ ଅନୁଯାୟୀ, ଚତୁର୍ଦ୍ଧାମୂରତିଙ୍କ ଦର୍ଶନ ପାଇଁ ଆରଟିପିସିଆର ନେଗେଟିଭ ରିପୋର୍ଟ କିମ୍ବା କରୋନା ଟିକାର ୨ଟି ଡୋଜ୍ ନେଇଥିବାର ସାର୍ଟିଫିକେଟ ଦେଖାଇବା ବାଧ୍ୟତାମୂଳକ କରାଯାଇଛି । ଆଧାର କାର୍ଡ ପରି ପରିଚୟ ପତ୍ର ବି ଆବଶ୍ୟକ ।
ଶୃଙ୍ଖଳିତ ଦର୍ଶନ ପାଇଁ ସିଂହଦ୍ୱାରରେ ପ୍ରବେଶ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନର ବ୍ୟବସ୍ଥା ହୋଇଛି । ହାତ ସାନିଟାଇଜ୍ ପାଇଁ କରାଯାଇଛି ୮ଟି କିଓସ୍କ । ବୃଦ୍ଧ ଓ ଦିବ୍ୟାଙ୍ଗ ଯେମିତି ସୁରୁଖୁରୁରେ ଦର୍ଶନ କରିପାରିବେ, ତାର ମଧ୍ୟ ବ୍ୟବସ୍ଥା ହୋଇଛି। ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ଭକ୍ତ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top