Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

୪ ଓଡ଼ିଆଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର(ଓଡବ୍ଲ୍ୟୁ): ଓଡ଼ିଶାର ୪ଜଣ ପ୍ରତିଷ୍ଠିତ ସାହିତ୍ୟିକଙ୍କୁ ଚଳିତବର୍ଷର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ମିଳିବ । କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ସାହିତ୍ୟିକ ଦାଶରଥି ଦାସ, ଗଗନେନ୍ଦ୍ର ନାଥ ଦାସ, ପ୍ରଫୁଲ୍ଲ ତ୍ରିପାଠୀ ଓ ହଳଧର ନାଗଙ୍କୁ ଏହି ପୁରସ୍କାର ମିଳିବ । ପ୍ରତିଷ୍ଠିତ ଲେଖକ ଦାଶରଥୀ ଦାସଙ୍କୁ ତାଙ୍କ ପୁସ୍ତକ ‘ପ୍ରସଙ୍ଗ ପୁରୁଣା ଭାବନା ନୂଆ’ ପାଇଁ ଏବଂ କୋଶଳୀ ଓ ସମ୍ବଲପୁରୀ ଭାଷା ସମ୍ମାନ ପାଇଁ ଶ୍ରୀ ତ୍ରିପାଠୀ ଓ ଶ୍ରୀ ନାଗଙ୍କୁ ଏହି ପୁରସ୍କାର ମିଳିବ ।
ସେହିପରି ଗଗନେନ୍ଦ୍ର ଦାସଙ୍କୁ ସାହିତ୍ୟ ଏକାଡ଼େମୀ ଭାଷା ସମ୍ମାନ ମିଳିବ ବୋଲି ଜଣାପଡ଼ିଛି । ଏହି ବିଜେତାମାନଙ୍କୁ ନୂଆଦିଲ୍ଲୀରେ ୨୦୧୯ ଜାନୁୟାରୀ ୨୯ ତାରିଖରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧ଲକ୍ଷ ଟଙ୍କା ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯିବ ବୋଲି ଜଣାପଡ଼ିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top