Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୫୨୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୬ ମୃତ

ଭୁବନେଶ୍ବର, (ଓଡ଼ିଶା ୱେୟାର): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କେବଳ ଖୋର୍ଦ୍ଧାରୁ ୨୪୯ ନୂଆ କେସ୍‌ ରହିଛି। ଯାହାକି ମୋଟ ଆକ୍ରାନ୍ତଙ୍କ ୪୭.୭୯ ପ୍ରତିଶତ । ଆଉ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଗତକାଲି ଖୋର୍ଦ୍ଧାରୁ ୩୨୩ ପଜିଟିଭ୍‌ ଚିହ୍ନଟ ହୋଇଥିଲେ । ଲଗାତାର ଭାବେ ଖୋର୍ଦ୍ଧାରେ କେସ୍‌ ବଢ଼ିବାରେ ଲାଗିଛି। ଆଜି ପଜିଟିଭ୍‌ ହାର ରହିଛି ୦.୮୦ ପ୍ରତିଶତ । ୫୨୧ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ବୟସ ଭିତରେ ଅଛନ୍ତି ୬୫ ଜଣ । ୨୪ ଘଣ୍ଟାରେ ୬୪ ହଜାର ୩୭୭ କୋଭିଡ ଟେଷ୍ଟିଂ ହୋଇଛି । ରାଜ୍ୟରେ ଏବେ ଆକ୍ଟିଭ କେସ୍‌ ରହିଛି ୫ ହଜାର ୩୧୪ ।
ସୂଚନା ଥାଉକି, ରାଜ୍ଯରେ ଗତକାଲି ୬୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। କେବଳ ଖୋର୍ଦ୍ଧାରୁ ୩୨୩ ନୂଆ କେସ୍‌ ରହିଥିଲା। ଯାହାକି ମୋଟ ଆକ୍ରାନ୍ତଙ୍କ ୫୨. ୫୨ ପ୍ରତିଶତ। ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା । ଗତକାଲି ପଜିଟିଭ୍‌ ହାର ରହିଥିଲା ୦.୯୮ ପ୍ରତିଶତ । ୬୧୫ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ରହିଥିଲେ ୬୮ ଜଣ । ୨୪ ଘଣ୍ଟାରେ ୬୨ ହଜାର ୬୭୫ କୋଭିଡ ଟେଷ୍ଟିଂ ହୋଇଥିଲା ।
ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକରୁ ୭ ଜଣ, ବରଗଡ଼ରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭୨ ଜଣ, ଢ଼େଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୯ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୦ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟରୁ ୪ଜଣ, ମୟୁରଭଞ୍ଜରୁ ୨୮ଜଣ, ନୟାଗଡ଼ରୁ ୩ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୫ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୯ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top