Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି : ୧୪ ରୁ ବର୍ଷା

ଭୁବନେଶ୍ବର, (ଓଡ଼ିଶା ୱେୟାର): ୨୪ ଘଣ୍ଟାରେ ଲଘୁଚାପ । ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରିଭାଗରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଆଗାମୀ ୨୪ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ସୂଚନା ଦେଇଛି ।

ଲଘୁଚାପ ପ୍ରଭାବରେ ୨୪ ଘଣ୍ଟା ଭିତରେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୧୪ ତାରିଖରେ ଘଡ଼ଘଡ଼ି ଓ ବଜ୍ରପାତ ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପଟେ ଓଡ଼ିଶାର ବାକି ଅଞ୍ଚଳରୁ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଲେଉଟାଣି ଜାରି ରହିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top