Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମନୀଷ ମୃତ୍ୟୁ ମାମଲା, ସାଙ୍ଗମାନଙ୍କ ବୟାନରେ ରହୁନି ତାଳମେଳ

ଭୁବନେଶ୍ୱର (ଓଡ଼ିଶା ୱେୟାର): ମନୀଷ ଅନୁରାଗ ମୃତ୍ୟୁ ମାମଲା । ମନୀଷଙ୍କ ସାଙ୍ଗମାନଙ୍କୁ ପଚରାଉଚରା କରୁଛି କମିଶନରେଟ ପୋଲିସର ସ୍ୱତନ୍ତ୍ର ସ୍କ୍ଵାଡ । ତଦନ୍ତ ବେଳେ ସାଙ୍ଗମାନଙ୍କ ବୟାନରେ ରହୁନି ତାଳମେଳ । ପୋଖରୀ କୂଳରେ ସାଙ୍ଗମାନଙ୍କ ସହ ଝଗଡ଼ା ହୋଇଥିବା ମାନିଲେ ୪ ସାଙ୍ଗ । ହତ୍ୟା ସନ୍ଦେହ ବଢ଼ିବାରେ ଲାଗିଛି । ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଚଳାଇଛି ପୋଲିସ । ହୋଟେଲ ରୁମରୁ ମୃତଦେହ ମିଳିଥିବା ପୋଖରୀ ଯାଏ ପାତ୍ରପଡ଼ା ଅଞ୍ଚଳର ସମସ୍ତ ସିସିଟିଭି ଫୁଟେଜକୁ ତନ୍ନ ତନ୍ନ ଯାଞ୍ଚ କରୁଛି ପୋଲିସ।

ଆଜି ଏମସ୍‌ ପକ୍ଷରୁ ମନିଷଙ୍କ ପୋଷ୍ଟମର୍ଟମ ରିପୋର୍ଟ ପୋଲିସକୁ ହସ୍ତାନର କରାଯିବ । ଗତ ୧୦ତାରିଖରେ ଭୁବନେଶ୍ୱରର ପାତ୍ରପଡ଼ା ନମ୍ରକାଣି ପୋଖରୀରୁ ମନୀଷ ଅନୁରାଗଙ୍କ ମୃତଦେହ ମିଳିଥିଲା। ସ୍ପେଶାଲ ସ୍କ୍ଵାଡ, ତମାଣ୍ଡୋ ଥାନା ଓ ଇନଫୋସିଟି ଥାନାକୁ ନେଇ ଟିମ୍‌ ଗଠିତ ଟିମ୍‌ ମୃତ୍ୟୁର ଖିଅ ଖୋଜୁଛନ୍ତି। ମନୀଷଙ୍କ ସାଙ୍ଗମାନଙ୍କୁ ପଚରାଉଚରା ଚଳାଇଛି ପୋଲିସ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top