Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମନୀଷ ମୃତ୍ୟୁ ମାମଲା: ୩ ଅଭିଯୁକ୍ତଙ୍ ଗିରଫ

ଭୁବନେଶ୍ବର (ଓଡ଼ିଶା ୱେୟାର): ମନୀଷ ଅନୁରାଗ ମୃତ୍ୟୁ ମାମଲାରେ ୩ ଅଭିଯୁକ୍ତ ଗିରଫ । ମୃତ୍ୟୁଞ୍ଜୟ ମିଶ୍ର, ଦିନେଶ ମହାପାତ୍ର ଓ ଅମ୍ରିତ ବିଶ୍ୱାଳଙ୍କୁ ବାନ୍ଧିଛି କମିଶନରେଟ ପୋଲିସ । ହତ୍ୟା, ଷଡ଼ଯନ୍ତ୍ର ଓ ପ୍ରମାଣ ନଷ୍ଟ ଅଭିଯୋଗରେ ସମସ୍ତଙ୍କୁ ଗିରଫ କରାଯାଇଛି । ଏ ନେଇ ପ୍ରେସମିଟ୍‌ରେ ଭୁବନେଶ୍ୱର ଡିସିପି ସବିଶେଷ ସୂଚନା ଦେବେ ।

ସାଙ୍ଗମାନଙ୍କୁ ତିନି ଦିନ ହେବ ମାରାଥନ୍‌ ଜେରା ଚାଲିଥିଲା। ମନିଷଙ୍କ ଚୁଡାନ୍ତ ପୋଷ୍ଟମର୍ଟମ ରିପୋର୍ଟ ପୋଲିସକୁ ହସ୍ତାନର କରିଛି ଏମସ । ଖୁବଶୀଘ୍ର ହ୍ରାଇଦ୍ରାବାଦରୁ ଭିସେରା ଓ ଡାଏଟମ୍‌ ଟେଷ୍ଟ ରିପୋର୍ଟ ଆସିବ । ରିପୋର୍ଟକୁ ଅପେକ୍ଷା କରିଛି ପୋଲିସ । ଏଥିସହ ସାଉଥ୍‌ ସିଟି ବାରରୁ ମନିଷଙ୍କ ମୃତଦେହ ଉଦ୍ଧାର ହୋଇଥିବା ପୋଖରୀ ଯାଏ ସବୁ ସିସିଟିଭି ଫୁଟେଜର ତନ୍ନ ତନ୍ନ ଯାଞ୍ଚ କରାଯାଉଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top