Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ସବୁବେଳେ ଚା ରେ ମିଠା ବିସ୍କୁଟ ଖାଉଛନ୍ତି କି? ସ୍ୱାସ୍ଥ୍ୟ ପ୍ରତି ହାନିକାରକ

ଅଧିକାଂଶ ଲୋକଙ୍କ ପାଇଁ ଚା’ସହ ବିସ୍କୁଟ ଖାଇବା ଏକ ଅଭ୍ୟାସ । ଚା’ସହ ବିସ୍କୁଟ ପ୍ରାୟତଃ ସମସ୍ତେ ଖାଆନ୍ତି । ଯଦି ଆପଣ ବି ଚା’ସହ ବିସ୍କୁଟ ଖାଉଛନ୍ତି ତେବେ ଆପଣ ଏହାର ହାନିକାରକ ତଥ୍ୟ ବିଷୟରେ ଜରୁର ଜାଣିବା ଉଚିତ୍‌ । ହେଲେ ଏକ୍ସପର୍ଟଙ୍କ କହିବା ଅନୁଯାୟୀ, ଏହା ଆପଣଙ୍କ ସ୍ୱାସ୍ଥ୍ୟ ଖରାପ କରିପାରେ । ଆସନ୍ତୁ ଜାଣିବା କ’ଣ ଏହାର କାରଣ ହୋଇପାରେ ।

ବିସ୍କୁଟରେ ଥିବା ହାଇଡ୍ରୋଜେନେଟେଡ ଫ୍ୟାଟ୍ସ ମାତ୍ରା ରହିଥାଏ । ବିସ୍କୁଟ ଫ୍ୟାଟ ଫ୍ରି ହୋଇ ନଥାଏ । ତେଣୁ ଯଦି ଆପଣ ଏହାକୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଖାଆନ୍ତି ତେବେ ଏହାଦ୍ୱାରା ଆପଣ ମୋଟା ହୋଇପାରନ୍ତି । ଆପଣଙ୍କ ଚର୍ମ ସମ୍ପର୍କିତ ସମସ୍ୟା ବଢ଼ିପାରେ ।
ବିସ୍କୁଟ ରିଫାଇନ୍ଡ ଅଟାରେ ତିଆରି ହୋଇଥାଏ । ଏଥିରେ ଫାଇବର ମାତ୍ରା ନଥିବାରୁ ଏହାକୁ ଖାଇବା ଦ୍ୱାରା କୋଷ୍ଠ କାଠିନ୍ୟ ସମସ୍ୟା ବଢ଼ିଥାଏ । ବିସ୍କୁଟରେ ବିଏଚଏ ଓ ବିଏଚଟି ନାମକ ଦୁଇଟି ପ୍ରିଜରଭେଟିଭ ପକାଯାଇଥାଏ । ଯାହାକି ଆପଣଙ୍କ ଶରୀର ପାଇଁ ହାନିକାରକ ହୋଇଥାଏ ।
ବିସ୍କୁଟରେ ଶୁଗାର ମାତ୍ରା ଅଧିକ ଥିବାରୁ ଏହା ଦାନ୍ତ ପାଇଁ ଖରାପ ହୋଇଥାଏ । ପ୍ରତିଦିନ ଏହାକୁ ଖାଇବା ଦ୍ୱାରା ଦାନ୍ତର ଏନାମଲେ ଖରାପ ହୋଇଥାଏ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top