Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଏସ୍‌ଡିଜେଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ତପସ୍ୱିନୀ, ଫେରିଲେନି ସ୍ୱାମୀ ସୁମିତ

ବ୍ରହ୍ମପୁର,(ଓଡ଼ିଶା ୱେୟାର) : କୁଆଡ଼େ ଗଲେ ବ୍ରହ୍ମପୁରର ଡାକ୍ତର ସୁମିତ ସାହୁ ? ୫ ଦିନ ହେଲା ତାଙ୍କର ଖୋଜଖବର ନାହିଁ ? ସରିଲା ଛୁଟି, ଫେରିବେ କି ସୁମିତ? କେଉଁଠି ଅଛନ୍ତି କାହାକୁ ଜଣା ନାହିଁ । ଖୋଜୁଛନ୍ତି ପତ୍ନୀ ତପସ୍ୱିନୀ । ଥାନାରେ ଏତଲା ଦେବା ପରେ ଗତକାଲି ବ୍ରହ୍ମପୁର ଏସ୍‌ଡିଜେଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ତପସ୍ୱିନୀ । ପିଟିସନ୍‌ ଦାଖଲ କରିଛନ୍ତି ।

ଅନ୍ୟପଟେ ବାଲିସିରା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀଙ୍କ କହିବା ଅନୁସାରେ ସୁମିତ ଆସନ୍ତାକାଲି ନିଜର ଚିକିତ୍ସା ପାଇଁ ବ୍ରହ୍ମପୁର ଯିବେ । ଏନେଇ ମେଲ୍‌ କରି ଜଣାଇଛନ୍ତି । ସେପଟେ ଆସ୍କା ଥାନାରୁ ରିପୋର୍ଟ ପାଇବା ପରେ ବ୍ରହ୍ମପୁର ଏସଡିଜେଏମ ପିଟିସନର ଶୁଣାଣି କରି କିଛି ନିର୍ଦ୍ଦେଶ ଦେଇପାରନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top