Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ମିହିରଙ୍କ ଶେଷକୃତ ସମ୍ପନ୍ନ

କଟକ, (ଓଡ଼ିଶା ୱେୟାର) : ମଙ୍ଗଳବାର ଦିନ ବର୍ଷିଅ।ନ ଅଭିନେତା ମିହିର ଦାସ ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ଯାଗ କରିଥିଲେ। ତାଙ୍କର ମୃତ୍ଯୁ ଖବର ସାରା ଓଡ଼ିଶାବାସୀ ଚକତି ହୋଇଯାଇଥଲେ । ଏହି ଖବର ପାଇ ବହୁ ବିଶିଷ୍ଟ ବ୍ଯକ୍ତି ଏବଂ କଳାକାରମାନେ ତାଙ୍କ ଦେଖିବାକୁ ପାଇଁ ପହଞ୍ଚି ଯାଇଥିଲେ ଅ।ଜି କଟକ ସତୀଚୌରା ଶ୍ମଶାନରେ ରାଜ୍ଯ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇ ଅନ୍ତିମ ସଂସ୍କାର କରାଯାଇଛି । ପୁଅ ଅମ୍ଲାନ ମୁଖାଗ୍ନି ଦେଇଥିଲେ । ତାଙ୍କ ବାସଭବନରୁ ପାର୍ଥିବ ଶରୀର ବାହାରି କଟକ ରାମଗଡ଼ରେ ଥିବା ଆଉ ଏକ ଘରେ ଶେଷ ଦର୍ସନ ପାଇଁ ରଖାଯାଇଥିଲା । ସେଠାରୁ ପୁଣି ଶୋଭାଯାତ୍ରାରେ କଟକ ସତୀ ଚୌରାକୁ ନିଆଯାଇଥିଲା।
ସେଠାରେ ଶେଷକୃତ୍ଯ ସମ୍ପନ୍ନ ହୋଇଛି । ଗତକାଲି ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ଡାକ୍ତରଖାନାରେ ଅପରାହ୍ନରେ ଶେଷ ନିଶ୍ୱାସ ତ୍ଯାଗ କରିଥିଲେ ଓଲିଭଡର ବରିଷ୍ଠ ଅଭିନେତା ମିହିର ଦାସ ଗତ କିଛି ମାସ ଧରି କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ । ମିହିର ଦାସଙ୍କ ଅବର୍ତ୍ତମାନରେ ଓଡ଼ିଶା ସିନେମା ଜଗତରେ ସୃଷ୍ଟି ହୋଇଛି ଅପୂରଣୀୟ ଶୂନ୍ଯସ୍ଥାନ
ତିନିଦଶନ୍ଧିରୁ ଉର୍ଦ୍ଧ ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଓ ଧାରାବାହିକୀରେ ନିଜର ଅଭିନୟ ପ୍ରତିଭା ଦ୍ୱାରା ଘରେ ଘରେ ପରିଚିତ ଥିଲେ। ଉଚ୍ଚ କୋଟିର ଅଭିନୟ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ଏକାଧିକ ବାର ରାଜ୍ଯ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ । ମିହିର ଦାସ ସିନେଜଗତର ବହୁ ବରିଷ୍ଠ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ ଓ ନିର୍ଦ୍ଦେଶକ ମିହିର ଦାସଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top