Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୋଭିଡ୍ ଗାଇଡଲାଇନକୁ ସଠିକ୍ ଭାବରେ ପାଳନ କର: ମୁଖ୍ୟ ସଚିବ

ଭୁବନେଶ୍ୱର (ଓଡ଼ିଶା ୱେୟାର) : ସପ୍ତାହେ ଧରି ରାଜ୍ୟରେ ୧୦ ହଜାର ଉପରେ ରହୁଛି ସଂକ୍ରମଣ । ସେପଟେ ଓମିକ୍ରନ କେସ୍ ଚିହ୍ନଟ ସଂଖ୍ୟା ବି ଚିନ୍ତା ବଢ଼ାଇଚାଲିଛି। ଏହାରି ଭିତରେ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିସାରିଛନ୍ତି । ସାରା ଦେଶରେ ଏବେ କୋଭିଡର ତୃତୀୟ ଲହର ଚାଲିଛି। ତେବେ ଓମିକ୍ରନ୍ ପାଇଁ ହିଁ ସଂକ୍ରମଣ ବୃଦ୍ଧି ପାଉଛି ବୋଲି କୁହାଯାଉଛି କିନ୍ତୁ ଲୋକମାନେ ଭୟ ନ କରି ମୁକାବିଲା କରିବାକୁ ବୁଧବାର ରାଜ୍ୟବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି ମୁଖ୍ୟ ଶାସନ ସଚିବ । ସୁରେଶ ଚନ୍ଦ୍ର ମହାପାତ୍ର ମହାପାତ୍ର କହିଛନ୍ତି, ମଙ୍ଗଳବାର ମୁଖ୍ୟମନ୍ତ୍ରୀ କୋଭିଡ୍ ସ୍ଥିତିର ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ମାତ୍ର ୭ ଦିନ ଭିତରେ ରାଜ୍ୟର ସମସ୍ତ କୋଭିଡ୍ ହସ୍ପିଟାଲକୁ ପ୍ରସ୍ତୁତ କରାଯାଇଛି କିନ୍ତୁ ମୋଟ ସଂକ୍ରମିତଙ୍କର ମାତ୍ର ୨ ପ୍ରତିଶତ କୋଭିଡ୍ ରୋଗୀ ହସ୍ପିଟାଲରେ ଭର୍ତ୍ତି ହେଉଛନ୍ତି । ରାଜ୍ୟର ହସ୍ପିଟାଲ ଗୁଡିକ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଏବଂ ଯଥେଷ୍ଟ ସଂଖ୍ୟକ ବେଡ ହସପିଟାଲରେ ଫାଙ୍କା ଥିବାରୁ କେହି ବି ଲୋକ ଭୟଭୀତ ହୁଅନ୍ତୁ ନାହିଁ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ସେପଟେ ଲୋକମାନେ ଗହଳି ସ୍ଥାନକୁ ନ ଯିବାକୁ ପରାମର୍ଶ ଦେବା ସହ କୋଭିଡ୍ ଗାଇଡଲାଇନର ସଠିକ୍ ପାଳନ କରିବାକୁ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top