ଭୁବନେଶ୍ୱର, (ଓଡ଼ିଶା ୱେୟାର) : କରୋନା କାରଣରୁ ସ୍କୁଲ କଲେଜ ବନ୍ଦ ରହିଥିବା ବେଳେ ଛୋଟ ପିଲାଙ୍କ ପାଇଁ ଅଙ୍ଗନୱାଡ଼ି ମଧ୍ୟ ବନ୍ଦ ରହିଥିଲା । ଏବେ ସ୍ଥିତିରେ ସୁଧାର ଆସିଥିବାରୁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି । ଆଗାମୀ ୨୮ ତାରିଖରୁ ପିଲାଙ୍କ ପାଇଁ ରାଜ୍ୟରେ ଖୋଲିବ ଅଙ୍ଗନୱାଡ଼ି କେନ୍ଦ୍ର । ସକାଳ ୭.୩୦ରୁ ୯.୩୦ ପର୍ଯ୍ୟନ୍ତ ପିଲାମାନେ ପାଠପଡ଼ିବେ । କରେନା କଟକଣା ସହିତ ପିଲାମାନଙ୍କର ପାଠପଢ଼ା ହେବ ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...