Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୩୮ ଜଣିଆ ଇସ୍ତାହାର କମିଟି ଗଠନ କଲା ବିଜୁ ଜନତା ଦଳ

୩୮ ଜଣିଆ ଇସ୍ତାହାର କମିଟି ଗଠନ କଲା ବିଜୁ ଜନତା ଦଳ ।ଏହି କମିଟିରେ ୬ ସହ-ଅଧ୍ୟକ୍ଷ ଓ ୩ ପ୍ରବାସୀ ଓଡ଼ିଆ ସଦସ୍ୟ ସାମିଲ ହୋଇଛନ୍ତି। ସାଂସଦ ଚନ୍ଦ୍ରଶେଖର ସାହୁ କମିଟିର ଅଧ୍ୟକ୍ଷ ଥିବା ବେଳେ ୬ ଜଣଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ଅମର ପଟ୍ଟନାୟକ ଏହାର ଆବାହକ ଥିବା ବେଳେ ଡକ୍ଟର ସସ୍ମିତ ପାତ୍ର ସହ ଆବାହକ ଅଛନ୍ତି।

କମିଟିର ଉପାଧ୍ୟକ୍ଷମାନେ ହେଲେ ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ସୁଦାମ ମାର୍ଣ୍ଡି, ମଙ୍ଗଳା କିଷାନ, ପଦ୍ମନାଭ ବେହେରା ଓ କସ୍ତୁରୀ ମହାପାତ୍ର। ଏଣେ ସୁକାନ୍ତ ମହାପାତ୍ର, ସ୍ବପ୍ନେନ୍ଦୁ ମହାନ୍ତି, ଅମିୟ ମିଶ୍ର, ଅତନୁ ସବ୍ଯସାଚୀ ନାୟକ, ଅଚ୍ୟୁତାନନ୍ଦ ସାମନ୍ତ, ଅରୁଣ କୁମାର ସାହୁ, ସଂତୃପ୍ତ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ସ୍ନେହାଙ୍ଗିନୀ ଛୁରିଆ, ସୁଶାନ୍ତ ସିଂ, ଦିବ୍ୟଶଙ୍କର ମିଶ୍ର, ଶ୍ରୀମୟୀ ଶ୍ବେତାସ୍ନିଗ୍ଧା ମିଶ୍ର, ଚିନ୍ମୟ ସାହୁ, ଚିରଞ୍ଜୀବ ବିଶ୍ବାଳ, ସୁବାସ ସିଂ, ବ୍ୟୋମକେଶ ରାୟ, ଦେବୀ ରଞ୍ଜନ ତ୍ରିପାଠୀ, ରମେଶ ଚନ୍ଦ୍ର ମାଝୀ, ଦିଲୀପ ତିର୍କୀ, ରବି ନାରାୟଣ ନନ୍ଦ, ଅମରେଶ ପତ୍ରୀ, ଏସ.କେ. ନିଜାମୁଦ୍ଦିନ, ତନ୍ମୟ ସ୍ବାଇଁ, ଜ୍ୟୋତ୍ସ୍ନାରାଣୀ ପରିଡ଼ା, ବିଷ୍ଣୁପ୍ରିୟା ଦାସ, ସଞ୍ଜିତ ମହାନ୍ତି, ପଙ୍କିଜିନୀ ମଙ୍ଗରାଜ, ମାମିନା ନାୟକ ଓ କିଶୋର ଦେବତାଙ୍କୁ ସଦସ୍ୟ ଭାବେ ଦାୟିତ୍ବ ମିଳିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top