ପ୍ରକାଶ ପାଇଲା ଜେଇଇ ମେନ୍ ପରୀକ୍ଷା ଫଳ । ଏନଟିଏ (NTA) ପକ୍ଷରୁ ପରୀକ୍ଷା ଫଳାଫଳ ନେଇ ଘୋଷଣା ହୋଇଯାଇଛି । ଜାନୁଆରୀ ଓ ଏପ୍ରିଲରେ ଅନୁଷ୍ଠିତ ଦୁଇ ପର୍ଯ୍ୟାୟ ପରୀକ୍ଷାରେ ଚଳିତ ବର୍ଷ ରେକର୍ଡ ସଂଖ୍ୟକ ୫୬ ଜଣ ଟପ୍ପର ତାଲିକାରେ ସ୍ଥାନ ପାଇଛନ୍ତି ।ଚଳିତ ଜେଇଇ ମେନ୍ ପରୀକ୍ଷାରେ ୧୦୦ ପ୍ରତିଶତ ଏନଟିଏ ସ୍କୋର ହୋଇଥିବା ରେକର୍ଡ କରାଯାଇଛି । ୫୬ ଜଣ ପରୀକ୍ଷାର୍ଥୀ ଏନଟିଏର ଶହେ ପ୍ରତିଶତ ସ୍କୋର ହାସଲ କରିଛନ୍ତି । ଏହି ତାଲିକାରେ ଓଡ଼ିଶାର ଜଣେ ବି ଛାତ୍ର ଛାତ୍ରୀ ନାହାନ୍ତି ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...