Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦଳ ବିରୋଧୀ କାର୍ଯ୍ୟ କାରଣରୁ ବିଜେପିର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ତା.୧୭/୦୫: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ବିଜୟ ମହାପାତ୍ର ଓ ଶ୍ରୀ ଶାରଦା ପ୍ରଧାନ, ଏସ୍‌ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଗଲା ବୋଲି ରାଜ୍ୟ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ।

ସୁଚାନମୂତବକ, ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ପାଟକୁରାରୁ ବିଜେଡିର ଟିକେଟ ପାଇଥିବା ବେଳେ ବିଜୟ ମହାପାତ୍ର ବିଜେପିରେ ଥାଇ ମଧ୍ୟ ବିଜେଡ଼ି ପାଇ ପ୍ରଚାର କାର୍ଯ୍ୟ କରିଥିବାର ଦେଖିବାକୁ ମିଳିଥିଲା ।ସେହିପରି ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ମଧ୍ୟ ବିଜେପି ବିଦା କରିଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଉଭୟଙ୍କୁ ବହିଷ୍କାର କରାଯାଇଛି।

ମାହାଙ୍ଗାରୁ ଶାରଦା ପ୍ରଧାନ ଓ ସୋରରୁ ରାକେଶ ମଲ୍ଲିକ ଟିକେଟ ନପାଇବାରୁ ଚଳିତ ନିର୍ବାଚନରେ ସ୍ୱାଧୀନ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ବିଜୟ ମହାପାତ୍ର,ଶାରଦା ପ୍ରଧାନ ଓ ରାକେଶ ମଲ୍ଲିକଙ୍କୁ ଦଳରୁ ବହିଷ୍କାର କରାଯାଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top