Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୩ଦିନିଆ ବାଲେଶ୍ୱର ଗ୍ରସ୍ତରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଆଜି ଟ୍ରେନ ଯୋଗେ ଭୁବନେଶ୍ୱରରୁ ବାଲେଶ୍ୱର ଗଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସେଠାରେ ୩ଦିନ ନିର୍ବାଚନୀ ପ୍ରଚାର କରିବେ । ଟ୍ରେନ୍ ରେ ଗସ୍ତବେଳେ ସେ ଗଣମାଧ୍ୟମକୁ କହିଛନ୍ତି ୨୦୧୪ ପୂର୍ବରୁ ରେଲୱେ ପାଇଁ ଓଡିଶାକୁ ମିଳୁଥିଲା ବର୍ଷକୁ ମାତ୍ର ୮୦୦ କୋଟି ଟଙ୍କା । ଏବେ ମୋଦି ଓଡିଶାକୁ ରେଲୱେ ପାଇଁ ଦେଉଛନ୍ତି ୧୦ ହଜାର କୋଟିରୁ ଅଧିକ ଟଙ୍କା । କାମ ଯାହା ୧୦ ବର୍ଷ ଭିତରେ ହୋଇଛି ତାର ଲିଷ୍ଟ ଦିଆଯାଇଛି ।ଓଡ଼ିଶାରେ ରେଳ ବିକାଶ କ୍ଷେତ୍ରରେ ଅନେକ କାମ ହୋଇଛି । ଆହୁରି ମଧ୍ୟ କାମ ଚାଲିଛି । ୫୨ ଷ୍ଟେସନକୁ ବିଶ୍ୱସ୍ତରୀୟ କରାଯାଉଛି । ଟେଲିକମ ପାଇଁ ୫ ହଜାର ୩୦୦ କୋଟି ଟଙ୍କା ଦେଇଛନ୍ତି । ନୂଆ ଟାୱାର ପାଇଁ ପ୍ରଧାନମନ୍ତ୍ରୀ ମୋଟ ୧୦ ହଜାର କୋଟି ଟଙ୍କା ଦେଇଛନ୍ତି ।୨୪ ବର୍ଷ ହେଲାଣି ଲୋକ ବିଜେଡି ଶାସନ ଦେଖିଲେଣି । ସ୍କୁଲରେ ଟିଚର ନାହିଁ । ହସ୍ପିଟାଲରେ ଡ଼କ୍ଟର ନାହାନ୍ତି । ଏଥର ଲୋକେ ନିଷ୍ପତ୍ତି ନେଇସାରିଛନ୍ତି ଏଥର ଭାରତୀୟ ଜନତା ପାର୍ଟିକୁ ଚାନ୍ସ ଦେଇକି ଦେଖିବେ ବୋଲି କହିଛନ୍ତି ଅଶ୍ୱିନୀ ବୈଷ୍ଣବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top