Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଓଡ଼ିଶାର ମନ୍ତ୍ରୀମଣ୍ଡଳ ବିଭାଗ ବଣ୍ଟନ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ଵର ବିଭାଗ

ଆଜି ରାଜ୍ୟରେ ମନ୍ତ୍ରୀମାନଙ୍କୁ ବଣ୍ଟନ କରାଯାଇଛି ନିଜ ନିଜ ବିଭାଗର ଦାୟିତ୍ଵ। ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ ନେଇଥିଲେ । ମନ୍ତ୍ରୀ ଭାବେ ଶପଥ ନେଇଥିବା ୧୬ଜଣଙ୍କୁ ଆଜି ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ରଖିଛନ୍ତି। ସେହିପରି ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ମଧ୍ୟ ନିଜ ପାଖରେ ରଖିଛନ୍ତି।

ମୁଖ୍ୟମନ୍ତ୍ରୀ

ମୋହନ ଚରଣ ମାଝି – ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ଲୋକ ଅଭିଯୋଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଜଳ ସମ୍ପଦ, ଯୋଜନା ଓ ସମନ୍ୱୟ

ଉପମୁଖ୍ୟମନ୍ତ୍ରୀ

୧) କନକ ବର୍ଦ୍ଧନ ସିଂହ ଦେଓ – କୃଷି ଓ କୃଷକ ଶସକ୍ତକରଣ ଏବଂ ଶକ୍ତି

୨) ପ୍ରଭାତୀ ପରିଡ଼ା – ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ

କ୍ୟାବିନେଟ୍ ମନ୍ତ୍ରୀ

୧) ସୁରେଶ ପୂଜାରୀ – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା

୨) ରବି ନାରାୟଣ ନାୟକ – ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ

୩) ନିତ୍ୟାନନ୍ଦ ଗଣ୍ଡ – ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ

୪) କୃଷ୍ଣଚନ୍ଦ୍ର ପାତ୍ର – ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ

୫) ପୃଥ୍ୱୀରାଜ ହରିଚନ୍ଦନ – ଆଇନ୍‌, ପୁତ୍ତ ଓ ଅବକାରୀ

୬) ଡ. ମୁକେଶ ମହାଲିଙ୍ଗ – ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ

୭) ବିଭୂତି ଭୂଷଣ ଜେନା – ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି

୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର – ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ

୧) ଗଣେଶ ରାମ ସିଂ ଖୁଣ୍ଟିଆ – ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା

୨) ସୂର୍ଯ୍ୟବଂଶୀ ସୂରଜ – ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି

୩) ପ୍ରଦୀପ ବଳସମାନ୍ତ – ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ

୪) ଗୋକୁଳାନନ୍ଦ ମଲ୍ଲିକ – ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ

୫) ସମ୍ପଦ ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Click to comment

Leave a Reply

Your email address will not be published. Required fields are marked *

Most Popular

To Top