Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

୧୯ ତାରିଖ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଜେଡିର ବୈଠକ

ଆସନ୍ତା ୧୯ ତାରିଖ ଦିନ ବସିବ ବିଜେଡି ବିଧାୟକ ଦଳ ବୈଠକ । ଅପରାହ୍ନ ୪ଟା ୩୦ରେ ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା ଚୟନ କରାଯିବ। କିଏ ବିରୋଧୀ ଦଳର ନେତା ହେବେ, ରହିବ ନଜର ।

ସୂଚନା ଥାଉକି, ୨୦୨୪ ବିଧାନସଭା ନିର୍ବାଚନରେ ହାରିଛି ବିଜେଡି ବିଧାନସଭା ନିର୍ବାଚନରେ ଦଳ ମୋଟ ୫୧ଟି ସିଟ୍ ପାଇଥିବା ବେଳେ ବିଜେପି ୭୮ ଆସନ ପାଇଛି । ଯାହାଫଳରେ ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଢିଛି ଭାରତୀୟ ଜନତା ପାର୍ଟି । ତେବେ ଆଗକୁ ବିଧାନସଭା ଅଧୂବେଶନ ରହିଛି । ତେଣୁ ତା ପୂର୍ବରୁ ଦଳ ବିଧାୟକ ଦଳ ନେତା ଚୟନ କରାଯିବ ।

ଜୁନ୍‌ ୧୮,୧୯ ଏବଂ ୨୦ ତାରିଖ ତିନିଦିନ ବିଧାନସଭା ଚାଲିବ । ଏଥିରେ ନବ ନିର୍ବାଚିତ ବିଧାୟକଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ନୂଆ ବାଚସ୍ପତି ଚୟନ କରାଯିବ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top