Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ନ୍ୟାୟ ମାଗିଲା ବିଜେଡି

ରାଜ୍ୟପାଳଙ୍କ ପୁଅ ନାଁରେ ଏଏସ୍‌ଓଙ୍କୁ ମାଡ଼ ଅଭିଯୋଗ ଘଟଣାରେ ମୁଖ୍ୟମନ୍ତ୍ରୀ ନ୍ୟାୟ ଦିଅନ୍ତୁ କହିଲେ ବିଜେଡି ନେତା ପ୍ରତାପ ଦେବ । ସେ କହିଛନ୍ତି ମାନ୍ୟବର ରାଜ୍ୟପାଳଙ୍କ ପୁଅ ଜଣେ ସରକାରୀ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଛନ୍ତି । ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ମୁଖ୍ୟମନ୍ତ୍ରୀ ନିଜେ ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ମନ୍ତ୍ରୀ ।ଏ ସମ୍ପର୍କରେ ଥାନାରେ ଏତଲା ହୋଇଛି, କିନ୍ତୁ ପୋଲିସ ପକ୍ଷରୁ ଏଯାଏ କିଛି କାର୍ଯ୍ୟାନୁଷ୍ଠାନ ହୋଇନି । ଏଥିସହ ସେ କହିଛନ୍ତି ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ । କାହିଁକି ଏ ଘଟଣାରେ କାର୍ୟ୍ୟାନୁଷ୍ଠାନ ନିଆଯାଉନି ।

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କଠୁ ସରକାରୀ କର୍ମଚାରୀ ସଂଘ ଏବଂ ରାଜ୍ୟବାସୀ ନ୍ୟାୟ ଅପେକ୍ଷା କରିଛନ୍ତି । ଆମେ ମଧ୍ୟ ବିରୋଧୀ ଦଳ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରୁଛୁ ଘଟଣାରେ ଉଚିତ ବିଚାର କରିବେ ।ମୁଖ୍ୟମନ୍ତ୍ରୀ ନିଜେ ଗ୍ରିଭାନ୍ସ ଖୋଲିଛନ୍ତି, ସାଧାରଣ କର୍ମଚାରୀଙ୍କୁ ନ୍ୟାୟ ଦିଅନ୍ତୁ ।ତେବେ ଅଭିଯୋଗ ନେଇ ରାଜ୍ୟପାଳଙ୍କ ପୁଅଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top