ପ୍ରତିହାରୀ ସେବକଙ୍କୁ ଶ୍ରୀମନ୍ଦିର ପ୍ରଶାସନର ନୋଟିସ୍ । ଶ୍ରୀମନ୍ଦିର ଦ୍ବାରଫିଟା ବେଳେ ବିଳମ୍ବରେ ପହଞ୍ଚିବାରୁ ନୀତି ବିଳମ୍ବ ହୋଇଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୋଟିସ ଜାରି କରାଯାଇଥିବା ସୂଚନା । ନୀତି ବିଶୃଙ୍ଖଳା ଅଭିଯୋଗରେ ନୋଟିସ୍ ଜାରି ।ଅନ୍ୟପଟେ ଦ୍ବାରଫିଟା ନୀତି ବିଳମ୍ବ ହେବାରୁ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଅପେକ୍ଷା କରିବାକୁ ପଡିଛି ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...