Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟସଭାକୁ ନିର୍ବାଚିତ ହେଲେ ବିଜେପି ପ୍ରାର୍ଥୀ ମମତା ମହାନ୍ତ

ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ। ଏକମାତ୍ର ପ୍ରାର୍ଥୀ ହୋଇଥିବାରୁ ସେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚିତ ହେବା ପରେ ବିଧାନସଭାରେ ପହଞ୍ଚି ସାର୍ଟିଫିକେଟ ନେଇଛନ୍ତି ମମତା ମହାନ୍ତ।ସୂଚନା ମୁତାବକ; ନିକଟରେ ମମତା ମହାନ୍ତ ବିଜେଡି ଦଳରୁ ଓ ରାଜ୍ୟସଭା ପଦରୁ ଇସ୍ତଫା ଦେବା ସହ ବିଜେପି ଦଳରେ ସାମିଲ ହୋଇଥିଲେ। ଗତ ୨୨ ତାରିଖରେ ଓଡ଼ିଶାରେ ଖାଲି ପଡ଼ିଥିବା ଏକମାତ୍ର ଆସନ ପାଇଁ ୨ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ବିଜେପି ଟିକଟରୁ ପୂର୍ବତନ ସାଂସଦ ମମତା ମହାନ୍ତ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ସ୍ୱାଧୀନ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ ମଧ୍ୟ ନାମାଙ୍କନ ଭରିଥିଲେ। ପରେ ଜଗନ୍ନାଥ ପ୍ରଧାନ ନିଜ ନାମାଙ୍କନ ପ୍ରତ୍ୟାହାର କରିବା ପରେ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ ମମତା ମହାନ୍ତ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top