Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ରାଜ୍ୟରେ ବର୍ଷା ଓ ବନ୍ୟା ସ୍ଥିତି ନେଇ ଏସଆରସିଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଗଭୀର ଅବପାତ ଯୋଗୁଁ ରାଜ୍ୟର ସମସ୍ତ ଜିଲ୍ଲାରେ ବର୍ଷା ହୋଇଛି। ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଆଗୁଆ ସୂଚନା ଦିଆଯାଇଥିଲା ।ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି । ସେଥିପାଇଁ ସେଠାରେ ୬ଟି ଓଡ୍ରାଫ ଓ ୫ଟି ଫାୟାର ଟିମ୍‌ ଅଛନ୍ତି ।

ମାଲକାନଗିରିରେ ୧୭୦୦ରୁ ଅଧିକ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ରିଲିଫ ସେଣ୍ଟରେ ସେମାନଙ୍କ ପାଇଁ ରହିବା ଓ ଖାଦ୍ୟର ସୁବିଧା କରାଯାଇଛି। କ୍ଷୟକ୍ଷତି ନେଇ ଆକଳନ ହୋଇନାହିଁ, ହେବା ପରେ କ୍ଷତିପୂରଣ ପ୍ରଦାନ କରାଯିବ। ଜଳ ସମ୍ପୂର୍ଣ୍ଣ ଛାଡିବା ଯାଏଁ ସେମାନେ ରହିବେ। ଦିନେ କି ଦୁଇ ଦିନରେ ସ୍ଥିତି ସୁଧୁରିବ ବୋଲି ଆଶା କରାଯାଉଛି ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top