Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଦୁର୍ବଳ ହେଲା ବାତ୍ୟା ‘ ଦାନା ‘

ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ‘ ଦାନା ‘। ବାତ୍ୟାର ପ୍ରଭାବ କମିବା ଫଳରେ ପରିବେଶ ବର୍ତ୍ତମାନ ଶାନ୍ତ ରହିଛି। ଏହାସହିତ ‘ଦାନା ‘ ର ପ୍ରଭାବ ପଡ଼ିଥିବା ସ୍ଥାନରେ ପ୍ରଶାସନ ପକ୍ଷରୁ ରାସ୍ତା ପରିଷ୍କାର କରିବା ସହିତ ପାଣିଘେରରେ ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ କାର୍ଯ୍ୟ ଜାରି ରହିଛି।ଗତ ରାତି ପ୍ରାୟ ୧୨ଟା ୧୫ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟାର ମଧ୍ୟଭାଗ। ସ୍ଥଳ ଭାଗ ଅତିକ୍ରମ କରିବା ସମୟରେ ପବନର ବେଗ ଥିଲା ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି। ଭିତରକନିକାର ହବାଳିଖଟି ନେଚର କ୍ୟାମ୍ପ ଓ ଧାମରା ନିକଟ ଦେଇ ସ୍ଥଳଭାଗ ଅତିକ୍ରମ କରିଥିଲା ବାତ୍ୟା ‘ଦାନା’। ବାତ୍ୟା ‘ଦାନା’ର ପ୍ରଭାବରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଜିଲ୍ଲାର ଅଧିକାଶଂ ସ୍ଥାନରେ ଅଧିକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top