Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜ୍ୟ

ଆସନ୍ତାକାଲି ନବୀନଙ୍କୁ ମିଶାଇ ଶପଥ ନେବେ ୨୧ ମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ୱେୟାର): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ କ୍ରମାଗତ ପଞ୍ଚମଥର ପାଇଁ ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟାରେ ନୂଆ ମନ୍ତ୍ରିମଣ୍ଡଳ ଶପଥ ନେବ। ମନ୍ତ୍ରିମଣ୍ଡଳରେ ୧୧ଜଣ କ୍ୟାବିନେଟ ଓ ୯ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେବେ ବୋଲି ଆଜି ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି। ଗୋଟିଏ ମନ୍ତ୍ରୀ ପଦକୁ ନବୀନ ଖାଲି ରଖିଛନ୍ତି।

ମୁଖ୍ୟମନ୍ତ୍ରୀ – ନବୀନ ପଟ୍ଟନାୟକ

କ୍ୟାବିନେଟ୍ ପାହ୍ୟା
୧- ରଣେନ୍ଦ୍ର ପ୍ରତାପ ସ୍ୱାଇଁ
୨- ବିକ୍ରମ କେଶରୀ ଆରୁଖ
୩- ପ୍ରଫୁଲ୍ଲ କୁମାର ମଲ୍ଲିକ
୪- ନିରଞ୍ଜନ ପୂଜାରୀ,
୫- ପଦ୍ମନାଭ ବେହେରା
୬- ପ୍ରତାପ ଜେନା
୭- ଅରୁଣ କୁମାର ସାହୁ
୮- ସୁଦାମ ମାର୍ଣ୍ଡି
୯- ସୁଶାନ୍ତ ସିଂ
୧୦- ନବ କିଶୋର ଦାସ
୧୧- ଟୁକୁନି ସାହୁ

ରାଷ୍ଟ୍ରମନ୍ତ୍ରୀ ପାହ୍ୟା
୧- ଅଶୋକ ଚନ୍ଦ୍ର ପଣ୍ଡା
୨- ସମୀର ରଞ୍ଜନ ଦାଶ
୩- ଜ୍ୟୋତି ପ୍ରକାଶ ପାଣିଗ୍ରାହୀ
୪- ଦିବ୍ୟଶଙ୍କର ମିଶ୍ର
୫- ପ୍ରେମାନନ୍ଦ ନାୟକ
୬- ପଦ୍ମିନୀ ଦିଆନ୍
୭- ରଘୁନନ୍ଦନ ଦାସ
୮- ତୁଷାରକାନ୍ତି ବେହେରା
୯- ଜଗନ୍ନାଥ ସାରକା

Click to comment

Leave a Reply

Your email address will not be published. Required fields are marked *

Most Popular

To Top