Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଟୋକିଓ ଅଲିମ୍ପିକ୍ସ : ବ୍ରୋଞ୍ଜ ପଦକ ଜିତିଲେ ପି.ଭି. ସିନ୍ଧୁ

ଟୋକିଓ : ସ୍ୱର୍ଣ୍ଣ ଏବଂ ରୌପ୍ୟରୁ ସିନା ବଞ୍ଚିତ ହେଲେ କିନ୍ତୁ ବ୍ରୋଞ୍ଜ ପଦକ ଜିତି ଦେଶ ପାଇଁ ଗୌରବ ଆଣିଲେ ମହିଳା ବ୍ୟାଡମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ । ଟୋକିଓ ଅଲିମ୍ପିକ୍ସ ସେମିଫାଇନଲ୍‌ରେ ହାରିବା ପରେ ଆଜି ବ୍ରୋଞ୍ଜ ମେଡାଲ ମ୍ୟାଚ୍‌ରେ ଏହି ଭାରତୀୟ ଖେଳାଳି ଚୀନ୍‌ର ବିଙ୍ଗ ଜିଆଓଙ୍କୁ ହରାଇଛନ୍ତି । ସେ ପ୍ରଥମ ଭାରତୀୟ ମହିଳା ଭାବେ ସିନ୍ଧୁ ଦୁଇଟି ଅଲିମ୍ପିକ୍ସରେ ବ୍ୟକ୍ତିଗତ ବର୍ଗରେ ଦୁଇଟି ଅଲିମ୍ପିକ୍ ପଦକ ଜିତି ପାରିଛନ୍ତି ।
ଆଜିର ମ୍ୟାଚ୍‌ରେ ସିନ୍ଧୁ ଜିଆଓଙ୍କୁ ସିଧାସଳଖ ଦୁଇଟି ସେଟ୍ ୨୧-୧୩, ୨୧-୧୫ରେ ପରାସ୍ତ କରିଛନ୍ତି ।ଶନିବାର ଦିନ ସେମିଫାଇନାଲ୍‌ରେ ସେ ଚାଇନିଜ ତାଇପେର ତାଇ ଜୁ’ଙ୍କ ଠାରୁ ୧୮-୨୧, ୧୨-୨୧ ସେଟ୍‌ରେ ହାରି ଯାଇଥିଲେ ।
ପୂର୍ବରୁ ପୁରୁଷ ବର୍ଗରେ ପ୍ରଥମ ଭାରତୀୟ ଭାବେ କୁସ୍ତି ଯୋଦ୍ଧା ସୁଶୀଲ କୁମାର ଦୁଇଟି ଅଲିମ୍ପିକ୍‌ରେ ଦୁଇଟି ପଦକ ଜିତିବାର ଗୌରବ ଅର୍ଜନ କରିଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top