Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

କୁକୁରଙ୍କୁ ବିଷ ଦେଇ ମାରିଥିବା ଜଳଖିଆ ଦୋକାନୀ ଗିରଫ

ଚୌଦ୍ଵାର ଓଡ଼ିଶା ୱେୟାର): କଟକ ଜିଲ୍ଲା ଚୌଦ୍ଵାର ଥାନା ଅନ୍ତର୍ଗତ ଶଙ୍କରପୁର ଗାଁରେ ୨୦ରୁ ଅଧିକ କୁକୁରଙ୍କୁ ଗୁଲୁଗୁଲାରେ ବିଷଦେଇ ମାରିଥିବା ଜଲଖିଆ ଦୋକାନୀ ଅଜୟ କୁମାର ସାହୁଙ୍କୁ ପୁଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛି।
ଶଙ୍କରପୁର ଗାଁରେ ୩ ଦିନ ଭିତରେ ୨୦ରୁ ଅଧିକ କୁକୁର ମରିବା ଘଟଣାକୁ ନେଇ ଗ୍ରାମବାସୀ ଥାନାର ଦ୍ୱାରସ୍ଥ ହୋଇଥିଲେ । ଦୁଇ ତିନି ଧରି ଏହି ଅଞ୍ଚଳରେ ୩ରୁ ୪ କୁକୁର ମରୁଥିବା ବେଳେ କେବଳ ଗତକାଲି ୧୦ଟି କୁକୁର ମରି ପଡ଼ିଥିଲେ। ଏହା ଦେଖିବା ପରେ ଗ୍ରାମବାସୀ ଏହାର କାରଣ ଖୋଜିବା ପାଇଁ ଖୋଳତାଡ଼ କରିଥିଲେ।
ଜଳିଖିଆ ଦୋକାନ ସାମ୍ନାରେ କୁକୁର ମାନେ ଏକତ୍ରିତ ହେଉଥିବା ଓ ମଳତ୍ୟାଗ କରୁଥିବା ଯୋଗୁ ଅଜୟ କୁମାର ସାହୁ ସେମାନଙ୍କୁ ବିଷ ଦେଇ ମାରୁଥିବା ଜଣାପଡ଼ିଥିଲା। ଏହା ପରେ ଗ୍ରାମବାସୀ ଚୌଦ୍ଵାର ଥାନାକୁ ଯାଇ ତାଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଆଜି ଚୌଦ୍ଵାର ପୁଲିସ ଅଭିଯୁକ୍ତଙ୍କ ବିରୋଧରେ ଆଇପିସି ଦଫା ୨୯୪/୩୫୩/୪୨୯/୩୩୨ ଋ ୫୦୬ ରୁଜୁ କରି ଗିରଫ କରିବା ସହିତ କୋର୍ଟ ଚାଲାଣ କରିଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top