Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଘରେ ପଶି ମହିଳାଙ୍କ ତଣ୍ଟିକାଟି ହତ୍ୟା

ପାଲଲହଡ଼ା (ଓଡ଼ିଶା ୱେୟାର) : ଶୋଇଥିବା ଅବସ୍ଥାରେ ଜଣେ ବିବାହିତା ମହିଳାଙ୍କୁ ତଣ୍ଟିକାଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ ଖମାର ଥାନା ଅନ୍ତର୍ଗତ ଆଲୁରି ଗାଁରେ ଘଟିଛି। ମୃତ ମହିଳା ଜଣଙ୍କ ହେଲେ କୁମାରୀ ଶୁଣ୍ଢି। ତାଙ୍କୁ ୨୯ ବର୍ଷ ହୋଇଥିଲା।
ଅଭିଯୋଗ ଅନୁସାରେ, ଗତକାଲି ରାତିରେ ଟିକେଶ୍ୱରଙ୍କ ସ୍ତ୍ରୀ କୁମାରୀ ଓ ତାଙ୍କ ସାନ ଶାଳୀ ଲକ୍ଷ୍ମୀ ଘରେ ଶୋଇଥିଲେ। ରାତି ପ୍ରାୟ ୧୧ଟା ସମୟରେ କେହି ଦୁର୍ବୃତ୍ତ କୁମାରୀଙ୍କ ବେକକୁ ଛୁରୀରେ କାଟି ଦେଇ ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି।
ଗୁରୁତର ଅବସ୍ଥାରେ କୁମାରୀଙ୍କୁ ଉଦ୍ଧାର କରାଯାଇ ଖମାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।
ଏନେଇ ମୃତ ମହିଳାଙ୍କ ସ୍ୱାମୀ ଟିକେଶ୍ୱର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖମାର ଥାନା ପୁଲିସ ଘଟଣାର ତଦନ୍ତ କରୁଛି। ଟିକେଶ୍ୱର ଏକ ଘରୋଇ କମ୍ପାନୀରେ ଡ୍ରାଇଭର ଭାବେ କାମ କରନ୍ତି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top