Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଚମଡ଼ା କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ୨ ଅଗ୍ନିଶମ କର୍ମଚାରୀ ଆହତ

କୋଲାକାତା : କୋଲକାତାରେ ତଙ୍ଗରା ଅଞ୍ଚଳରେ ଏକ ଚମଡ଼ା କାରଖାନାରେ ଅଗ୍ନିକାଣ୍ଡ ହୋଇଥିବା ଖବର ଆସିଛି। ଶନିବାର ସନ୍ଧ୍ୟା ସମୟରେ ଏକ ଚମଡା କାରଖାନାରେ ନିଆଁ ଲାଗିଯାଇଥିବା ପୁଲିସ ପକ୍ଷରୁ ସୂଚନା ମିଳିଛି । ଅଳ୍ପ ସମୟ ମଧ୍ୟରେ ନିଆଁ ଚାରିଆଡେ ବ୍ୟାପି ଯାଇଥତ୍ଲା । ଯାହାକି ନିଆଁକୁ ଆୟତ କରିବା ଅଗ୍ନୀଶମ ପକ୍ଷରୁ କାଠିଗର ପାଠ ହୋଇଥିଲା । ଅଗ୍ନିକାଣ୍ଡର ଭୟାବହତାକୁ ଦେଖି ପୋଲିସ ଆଖପାଖ ଅଞ୍ଚଳକୁ ତୁରନ୍ତ ଖାଲି କରିଦେଇଥିଲା । ନିଆଁକୁ ଆୟତ୍ତ କରିବାକୁ ପ୍ରାୟ ୧୫ଟି ଦମକଳ ଗାଡ଼ି ସେଠାରେ ନିୟୋଜି ହୋଇଛି। ଏହି ଅଗ୍ନିକାଣ୍ଡରେ କେହି ମୃତାହତ ହୋଇଥିବା ଖବର ସାମ୍ନାକୁ ଆସିନାହିଁ । ଯାହା ଜଣାପଡ଼ିଛି ଯେ ନିଆଁ ଲିଭାଉଥିବା ଦୁଇଜଣ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସାଧତ୍ନ ହେଉଥିବା ଜଣେ ଅଧତ୍କାରୀ କହିଛନ୍ତି ଏହି ନିଆଁ ଲିଭରେ ସ୍ଥାନୀୟ ଲୋକେ ମଧ୍ୟ ଅଗ୍ନିଶମ ବିଭାଗକୁ ସାହାଯ୍ୟ କରୁଛନ୍ତି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top