Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
ରାଜନୀତି

ଜେଲରୁ ମୁକୁଳିଲେ ଅଭିଜିତ୍ ଆୟର

ଭୁବନେଶ୍ୱର(ଓଡବ୍ଲ୍ୟୁ):ଦିଲ୍ଲୀର ସାମ୍ବାଦିକ ଅଭିଜିତ୍ ଆୟର ମିତ୍ର ଆଜି ଜେଲରୁ ମୁକୁଳିଛନ୍ତି । ଗତକାଲି ହାଇକୋର୍ଟ ତାଙ୍କୁ ଜାମିନ ଦେଇଥିବାବେଳେ ଆଜି ଭୁବନେଶ୍ୱର ଏସଡିଜେଏମ୍ ଓ କୋଣାର୍କ ଜେଏମଏଫସି କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ରାଜ୍ୟ ସରକାର ତାଙ୍କ ଉପରେ ଥିବା ସମସ୍ତ ମାମଲା ପ୍ରତ୍ୟାହାର କରିନେବା ପରେ ସେ ଜେଲରୁ ମୁକୁଳିବା ସମ୍ଭବପର ହୋଇଛି । ୨୦ ହଜାର ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ତାଙ୍କୁ ଜାମିନ୍ ମିଳିଥିବା ବେଳେ ଭବିଷ୍ୟତରେ ସେ ଆଉ ଏଭଳି ଅରୁଚିକର ମନ୍ତବ୍ୟ ନଦେବାକୁ କୋର୍ଟ ସର୍ତ୍ତ ରଖିଥିଲେ। ଏହା ପରେ ଜେଲ୍‌ରୁ ବାହାରିବା ପାଇଁ ରାସ୍ତା ପରିଷ୍କାର ହୋଇଥିଲା।

ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମ ପ୍ରତିନିଧିମାନେ ତାଙ୍କୁ ପ୍ରଶ୍ନ କରିଥିଲେ ମଧ୍ୟ ସେ କୌଣସି ଉତ୍ତର ଦେଇଥିଲେ। ତାଙ୍କ ଓକିଲ୍‌ ହିଁ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଆୟର ଆଜି ଭୁବନେଶ୍ୱରରୁ ସିଧା ଚେନ୍ନାଇ ଯିବେ। ସେଠାରେ ସେ ତାଙ୍କ ମାଆଙ୍କୁ ଭେଟିବେ। ଗତ କିଛି ଦିନ ହେଲା ଅଭିଜିତ୍‌ ଆୟର ମିତ୍ର ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ କ୍ୟାପିଟାଲ୍‌ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା।ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା। ଆଜି ତାଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଥିଲା।

ଶ୍ରୀମନ୍ଦିର,କୋଣାର୍କ ଓ ଓଡ଼ିଶାର କଳାସଂସ୍କୃତି ଉପରେ ଅରୁଚିକର ମନ୍ତବ୍ୟ ଦେବାରୁ ପୁଲିସ ଅଭିଜିତ୍ ଆୟରଙ୍କୁ ଗତ ଅକ୍ଟୋବର ୨୩ରେ ଗିରଫ କରିଥିଲା।

Click to comment

Leave a Reply

Your email address will not be published. Required fields are marked *

Most Popular

To Top