Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟା ଓ ଡ଼ିଏଫଓଙ୍କ ଲାଏ ଡ଼ିଟେକ୍ସନ ଟେଷ୍ଟ

ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ରହସ୍ୟଜନକ ମୃତ୍ୟୁ ମାମଲାରେ ଲାଏ ଡିଟେକସନ୍‌ ଟେଷ୍ଟ । ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କର ଆଜି ଲାଏ ଡିଟେକସନ୍‌ ଟେଷ୍ଟ ହୋଇଛି । ଭୁବନେଶ୍ୱର ଫରେନସିକ୍‌ ଲାବରେ ଲାଏ ଡିଟେକସନ୍‌ ଟେଷ୍ଟ କରାଯାଇଛି । ଏମାନଙ୍କ ନାଁରେ ହତ୍ୟା ଓ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗ ହୋଇଥିଲା । ଆଗକୁ ପଡ଼ିପାରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ପାଳି ।
ସୌମ୍ୟଙ୍କ ମୃତ୍ୟୁର ଦୁଇ ମାସ ପରେ ବି ରହସ୍ୟ ଉପରୁ ପରଦା ହଟିନି । ପ୍ରଥମେ ଗଜପତି ପୋଲିସ ତଦନ୍ତ କରିଥିଲା । ଏବେ କ୍ରାଇମବ୍ରାଞ୍ଚ ରହସ୍ୟର ଖିଅ ଖୋଜୁଛି । ପୂର୍ବରୁ ରୋଷେୟା ଓ ଗଜପତି ଡିଏଫଓଙ୍କୁ ମାରାଥନ୍‌ ଜେରା କରିଥିଲା କ୍ରାଇମବ୍ରାଞ୍ଚ । କିଛି ଦିନର ନିରବତା ପରେ ପୁଣି ଥରେ କ୍ରାଇମବ୍ରାଞ୍ଚ ତଦନ୍ତ ତ୍ୱରାନ୍ଵିତ ହୋଇଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top