Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଅଭିନେତ୍ରୀ ନୋରା ଫତେହିଙ୍କ କାର ଦୁର୍ଘଟଣା

 

ନୂଆଦିଲ୍ଲୀ: ବଲିଉଡ ଅଭିନେତ୍ରୀ ନୋରା ଫତେହିଙ୍କ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛି । ଖବର ମୁତାବକ, ଦୁର୍ଘଟଣା ଘଟିଥିବା ବେଳେ ନୋରା କାରରେ ନଥିଲେ। ଏକମାତ୍ର ତାଙ୍କର ଡ୍ରାଇଭର କାରରେ ଥିଲେ। ଦୁର୍ଘଟଣା ସମୟରେ ଅଭିନେତ୍ରୀ ପଞ୍ଜାବୀ ଗାୟକ ଗୁରୁ ରାନ୍ଧୱାଙ୍କ ସହ ତାଙ୍କ ନୂଆ ଗୀତ ‘ଡ୍ୟାନ୍ସ ମେରୀ ରାନୀ’ର ପ୍ରମୋସନାଲ ଇଭେଣ୍ଟରେ ଥିଲେ। କିନ୍ତୁ ଉଭୟ ଷ୍ଟାର୍ ସେହି କାରରେ ଯାଇ ଇଭେଣ୍ଟରେ ପହଞ୍ଚିଥିଲେ।
ପରେ ଲୋକମାନେ ଗାଡିକୁ ଘେରି ରାସ୍ତା ମଝିରେ ଡ୍ରାଇଭର କଲର ଧରି ଧମକ ଦେଇଥିଲେ । ନୋରା ଅଟୋ ଡ୍ରାଇଭରକୁ ୧୦୦୦ ଟଙ୍କା ଦେଇଥିଲେ, ଯାହା ପରେ ଲୋକମାନେ ତାଙ୍କୁ ଛାଡି ଦେଇଥିଲେ। ଉଭୟ ଡ୍ରାଇଭର ସଂପୂର୍ଣ୍ଣ ସୁରକ୍ଷିତ ଅଛନ୍ତି କିନ୍ତୁ ଉଭୟ ଗାଡି କ୍ଷତିଗ୍ରସ୍ତ ହୋଇଛି।

Click to comment

Leave a Reply

Your email address will not be published. Required fields are marked *

Most Popular

To Top