Breaking News
ବିଲ୍ ପାସ୍ : ୩.୪୫ଲକ୍ଷ ହେବ ବିଧାୟକଙ୍କ ଦରମା ଓ ଭତ୍ତା, ପ୍ରତି ୫ବର୍ଷରେ ବଢ଼ିବଓଡ଼ିଶା ବିଧାନସଭାର ଇତିହାସରେ ପ୍ରଥମଥର ପାଇଁ ବିଧାୟକମାନଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିବେ (ଲାଇଭ୍ ପ୍ରସାରଣ ଦେଖନ୍ତୁ )ବିଧାନସଭା ଶୀତ ଅଧିବେଶନ ଆରମ୍ଭ: ଶେଷ ପ୍ରସ୍ତାବ ପରେ ଗୃହ ମୁଲତବୀ, ଅପରାହ୍ନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକ୍ୟାବିନେଟ୍ ନିଷ୍ପତ୍ତି: ଅନୁକମ୍ପାମୂଳକ ନିଯୁକ୍ତି ପାଇଁ ବାଟ ଫିଟିଲା, ଭୂମିହୀନଙ୍କ ପରିଭାଷା ବଦଳିଲାଆୟୁଷ୍ମାନ-ଗୋପବନ୍ଧୁ ଜନଆରୋଗ୍ୟରେ କ୍ୟାସଲେସ୍ ଚିକିତ୍ସା: ୨୭ହଜାର କୋଟି ଟଙ୍କାର ବ୍ୟୟବରାଦକୁ କ୍ୟାବିନେଟ୍ ମଞ୍ଜୁରୀ୨୧ରେ ଓଡ଼ିଶା ଆସିବେ ଅମିତ୍ ଶାହ: କରିବେ ସଂଗଠନ ଓ ସରକାରଙ୍କ କାର୍ଯ୍ୟର ସମୀକ୍ଷାଅନିଶ୍ଚିତତାରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ପ୍ରକଳ୍ପ: ପୁଣି ବଦଳିବ ଡିପିଆର,  ସରକାର ଗଢ଼ିଲେ କମିଟି୩୦ରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ, ୩୧ଯାଏଁ ଚାଲିବ ଆବାସ ସର୍ଭେରାଜା ଚକ୍ର ଗିରଫ, କ୍ରାଇମବ୍ରାଂଚ ଦେଲା କଳାଚିଠାର ଲମ୍ବା ତାଲିକାଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ-ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ଶୁଭାରମ୍ଭ୨୭ରେ ଶକ୍ତି ପ୍ରଦର୍ଶନ କରିବ କଂଗ୍ରେସ: ବିଧାନସଭା ଘେରାଉ୮୫ହଜାର ଅଯୋଗ୍ୟ ହିତାଧିକାରୀଙ୍କ ରାସନ ବନ୍ଦବିବାହ କଲେ ଓଡ଼ିଶାର ଦୁଇ ପୂର୍ବତନ ସାଂସଦବାଚସ୍ପତିଙ୍କ ସହ ଆଲୋଚନା ପରେ ଧାରଣାରୁ ଓହରିଲେ ସାମ୍ବାଦିକବିଧାନସଭାରେ ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି: ତାରା ବାହିନୀପତି ନିଲମ୍ବିତ
Latest

ଆମେରିକା ସେନାକୁ ଆଫଗାନ ଯୁବତୀଙ୍କ ଗୁହାରୀ, ‘ତାଲିବାନୀଙ୍କ ହାତରୁ ବଞ୍ଚାଇ ଦିଅ’

ନୂଆଦିଲ୍ଲୀ : ତାଲିବାନ ଯୋଦ୍ଧା ଆଫଗାନିସ୍ତାନକୁ ଦଖଲ କରିବା ପରେ ସେଠାରେ ସାଧାରଣ ଲୋକଙ୍କ ଜୀବନ ବିପନ୍ନ ହୋଇ ପଡ଼ିଛି । ଏବେ ସେଠାରୁ ଶହ ଶହ ସାଧାରଣ ଜନତା ବିଭିନ୍ନ ଦେଶକୁ ଯିବା ପାଇଁ କାବୁଲ ଏୟାରପୋର୍ଟରେ ଭିଡ ଜମାଇଛନ୍ତି ।
ଏହି ଭିତରେ କାବୁଲ ଏୟାରପୋର୍ଟରୁ ଏକ ଭିଡ଼ିଓ ଭାଇରାଲ ହୋଇଛି । ଯେଉଁଠି ଜଣେ ଆଫଗାନ୍ ଯୁବତୀ କାବୁଲ ବିମାନ ବନ୍ଦରରେ ଥିବା ଆମେରିକା ସୈନ୍ୟଙ୍କୁ ଗୁହାରୀ କରିଛନ୍ତି ତାଙ୍କୁ ବଞ୍ଚାଇ ଦେବାକୁ ।
ସେ ଅତି ଭୟ ଓ ଦୁଃଖରେ ତାଲିବାନଙ୍କ କବଳରୁ ନିଜକୁ ବଞ୍ଚାଇବା ପାଇଁ ଆମେରିକା ସୈନ୍ୟଙ୍କୁ ଗୁହାରି କରୁଛନ୍ତି । ସେ କହୁଛନ୍ତି ‘ଆମକୁ ଏଠାରୁ ବାହାର କରିଦିଅ, ନଚେତ୍ ତାଲିବାନ ଆମକୁ ମାରିଦେବ । ’
ଏହି ଭିଡ଼ିଓକୁ ଆଫଗାନିସ୍ତାନରେ ରିପୋର୍ଟିଂ କରୁଥିବା ଜଣେ ସାମ୍ବାଦିକ ତାଙ୍କ ଟ୍ଵିଟର ହାଣ୍ଡେଲରେ ସେୟାର କରିଛନ୍ତି । ଭିଡ଼ିଓ ଏବେ ସୋସିଆଲ ମିଡିଆରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି ।

Click to comment

Leave a Reply

Your email address will not be published. Required fields are marked *

Most Popular

To Top