ଭୁବନେଶ୍ବର (ଓଡ଼ିଶା ୱେୟାର) : କୋଭିଡ ସ୍ଥିତିରେ ଆସିଛି ସୁଧାର ସ୍ଥିତିକୁ ଦୃଷ୍ଟିରେ ରଖି ବିଏମସିର ପଦକ୍ଷେପ ୨୮ ତାରିଖ ଠାରୁ ବନ୍ଦ ହେବ ସମସ୍ତ କୋଭିଡ କେୟାର ସେଣ୍ଟର ହାଇଟେକ, କିମ୍ସ କୋଭିଡ ହସ୍ପିଟାଲ ବନ୍ଦ ହେବ ବିଏମସି ପକ୍ଷରୁ ଉଭୟ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ ଦିଆଯାଇଛି କ୍ଲୋଜର ନୋଟିସ ସେହିପରି ସମ୍ ଓ ଆଦିତ୍ୟ ଅଶ୍ବିନୀ କୋଭିଡ ହସ୍ପିଟାଲର ଶଯ୍ୟା ସଂଖ୍ୟା କମାଯିବକୁ ନିଷ୍ପତ୍ତି ହୋଇଛି ସମ୍ ହସ୍ପିଟାଲରେ ୭୦ ଓ ଆଦିତ୍ୟ ଅଶ୍ବିନୀ ହସ୍ପିଟାଲରେ ୩୦ ଲେଖାଏଁ ଶଯ୍ୟା ରହିବ ବର୍ତ୍ତମାନ କେବଳ ୩୦ ଜଣ କୋଭିଡ ସଂକ୍ରମିତ ଚିକିତ୍ସିତ ହେଉଛନ୍ତି ତେଣୁ ଏପରି ନିଷ୍ପତ୍ତି ନିଆଯାଇଛି ବୋଲି ବିଏମସି ଡେପୁଟି କମିଶନର ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି ।
ଆଜିଠୁ ୩ଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’
ଯୋଗଦେବେ ୨୦୦୦ ରୁ ଉର୍ଦ୍ଧ୍ଵ ଛାତ୍ରଛାତ୍ରୀ ଭୁବନେଶ୍ୱର(ଓଡ଼ିଶା ୱେୟାର): ଶିଶୁ ଦିବସ ଉପଲକ୍ଷେ ଆଜିଠୁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ...